-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ଘୁନସର୍ ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ୫ଟି ହାଇସ୍କୁଲ ରୂପାନ୍ତରିତ ସମ୍ପର୍କିତ କାର୍ଯକ୍ରମ

10-Sep-2022



ବଲାଙ୍ଗିର/ ଖପ୍ରାଖୋଲ (ପୁର୍ଣ୍ଣ ଶଶୀ ଶେଖର ରାଓ)  ଖପ୍ରାଖୋଲ ବ୍ଲକ ଘୁନସରରେ  ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ୫ଟି ରୂପାନ୍ତରିତ କାର୍ଯ୍ୟକ୍ରମ ସମ୍ପର୍କିତ ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି l  ବୈଠକରେ ପ୍ରଧାନ ଶିକ୍ଷକ ଐଶର୍ଯ୍ୟ କୁମାର ଦେବତା ଙ୍କ ଅଧ୍ୟକ୍ଷତା କରିଥିବା ବେଳେ  ୫ଟି ସମ୍ବନ୍ଧୀୟ କାର୍ଯ୍ୟ ଗୁଡ଼ିକର ଉପରେ ଆଲୋଚନା  ହୋଇଥିଲା । ରାଜ୍ୟସରକାରଙ୍କ ଏହି ଯୋଜନା ସଫଳ ପାଇଁ ସମସ୍ତ ଅଭିଭାବକ ସହଯୋଗ ଦେବାକୁ  ପ୍ରଧାନଶିକ୍ଷକ ଅନୁରୋଧ କରିଥିଲେ । ଛାତ୍ରୀଛାତ୍ରଙ୍କୁ ପ୍ରତିଦିନ ସ୍କୁଲକୁ ପଠେଇବା ସହ ଘରୋଇ କାର୍ଯ୍ୟରେ ସେମାନଙ୍କୁ ବ୍ୟସ୍ତ ନ କରିବାକୁ ଅନୁରୋଧ କରିଥିଲେ । ବିଦ୍ୟାଳୟ ରୂପାନ୍ତର ହେଲେ ପିଲାମାନେ ଇ-ଲାଇବ୍ରେରି,ସ୍ମାର୍ଟ କ୍ଲାସ, ବିଜ୍ଞାନଗାର ସହ ପାଠ ପଢ଼ିବାର ସୁଯୋଗ ପାଇବେ । ପରିବେଶ ସୁନ୍ଦର ତଥା ସୁରକ୍ଷିତ ହୋଇପାରିବ , ସେ ବିଷୟରେ ମଧ୍ୟ ଅତିଥିମାନେ ବକ୍ତବ୍ୟ ରଖିଥିଲେ ଏହି କାର୍ଯ୍ୟକ୍ରମ ରେ ସମାଜସେବୀ ଜ୍ୟୋତିଷ ସାହୁ, ପୂର୍ବତନ ସମିତିସଭ୍ୟ ମୋହନ ସୁନା,  ମାୟାଧର ସାହୁ, ବିଦ୍ୟାଳୟର ପୂର୍ବତନ ସଭାପତି ଭୂଜ ସାହୁ, ନାଏବ ସରପଞ୍ଚ କଳ୍ପତରୁ ମାଝୀ ପ୍ରମୁଖ ମଞ୍ଚାସିନ ଥିଲେ । ଏହି କାର୍ଯ୍ୟକ୍ରମ ରେ ସ୍କୁଲ ର ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ, ଛାତ୍ରୀ ଛାତ୍ର, ଅଭିଭାବକ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like