-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ପଥରଚେପାରେ ଆଦର୍ଶସ୍କୁଲର ଜିଲ୍ଲାସ୍ତରୀୟ ୮ମ ପ୍ରତିଷ୍ଠାଦିବସ

11-Sep-2022



ବଲାଙ୍ଗୀର,(ପ୍ରେରଣା ଖବର)-ବଲାଙ୍ଗୀର ନିକଟସ୍ଥ ପଥରଚେପା ଆଦର୍ଶସ୍କୁଲଠାରେ ଜିଲ୍ଲାର ୧୪ଟି ଆଦର୍ଶସ୍କୁଲକୁ ନେଇ ଜିଲ୍ଲାସ୍ତରୀୟ ପ୍ରତିଷ୍ଠାଦିବସ ପାଳିତ ହୋଇଯାଇଛି । ସକାଳ ୯ଟାରୁ ମୋଟ ୪୯୭ଜଣ ବିଭିନ୍ନ ପ୍ରତିଯୋଗିତାରେ ଭାବନେଇଥିବା ଛାତ୍ରଛାତ୍ରୀଙ୍କୁ ନେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ତର୍କ,କ୍ୱିଜ,ସୋଲୋଡେନ୍ସ,ସୋଲୋଏକ୍ସନ,ଗ୍ରୁପଡେନ୍ସ ଇତ୍ୟାଦି ୨୫ଟି ଇଭେଣ୍ଟରେ ପ୍ରତିଯୋଗୀତା ହୋଇଥିଲା । ମୋଟ ୨୫ଟି ଇଭେଣ୍ଟରୁ ବଲାଙ୍ଗୀର ପଥରଚେପା ଆଦର୍ଶସ୍କୁଲକୁ ମୋଟ ୧୦ଟି ଇଭେଣ୍ଟରେ ପ୍ରଥମସ୍ଥାନ ଓ ୫ଟିରେ ଦ୍ୱିତୀୟସ୍ଥାନ ମିଳିଥିବା ଜଣାଯାଇଛି । ପ୍ରତିଯୋଗୀତା ପରେ ସଂଧ୍ୟା୬ଟାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ବଲାଙ୍ଗୀର ଆଦର୍ଶସ୍କୁଲର ନୋଡାଲ ଅଧ୍ୟକ୍ଷ କ୍ଷମାନିଧି ଝାଙ୍କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା , ସମ୍ମାନୀତ ଅତିଥି ଭାବରେ ବଲାଙ୍ଗୀର ଜିଲ୍ଲାଶିକ୍ଷା ଅଧିକାରୀ

ଧୃବଚରଣ ବେହେରା,ମହିମୁଣ୍ଡା ସ୍କୁଲର ଅଧ୍ୟକ୍ଷ ଅଶୋକ ଖଟୁଆ,ବିବିନା ଆଦର୍ଶସ୍କୁଲର ଅଧ୍ୟକ୍ଷ ଗୋଲକଚନ୍ଦ୍ର ମଲ୍ଲିକ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବା ସହିତ କୃତୀଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରିଥିଲେ । ଜିଲ୍ଲାପାଳ ତାଙ୍କ ବକ୍ତବ୍ୟରେ ଛାତ୍ରଛାତ୍ରୀମାନେ ସ୍କୁଲଜୀବନରୁ ହିଁ ସଫଳତାର ସ୍ୱପ୍ନ ଦେଖିଥାନ୍ତି ଓ ପରିବର୍ତ୍ତି ସମୟରେ ତାହା ତାଙ୍କ ଜୀବନରେ ପ୍ରତିଫଳିତ ହୋଇଥାଏ ବୋଲି କହିଥିଲେ । ଏହି ଅବସରରେ ସମାଜସେବା ପାଇଁ ବରିଷ୍ଠ ଡାକ୍ତର ଡ.ନନ୍ଦକିଶୋର ପାଢୀ ଓ କଳାସଂସ୍କୃତି ପାଇଁ ମୂରଲୀଧାରୀ ପତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାର ୧୪ଟି ବ୍ଲକ ଅଞ୍ଚଳରେ ଥିବା ୧୪ଟି ଆଦର୍ଶବିଦ୍ୟାଳୟର ଛାତ୍ରଛାତ୍ରୀ,ଶିକ୍ଷକ/ଶିକ୍ଷୟୀତ୍ରୀ ଓ ଅଭିଭାବକଗଣ ଯୋଗଦେଇଥିଲେ । ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like