-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||     

HOME   ଜିଲ୍ଲା

ନବରଙ୍ଗପୁର କଲେଜ ର ସ୍ଵର୍ଣ୍ଣ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

11-Sep-2022



ନବରଙ୍ଗପୁର; ଆଜି ସ୍ଥାନୀୟ ମିଶନ ଶକ୍ତି ସଭା ଗୃହରେ ନବରଙ୍ଗପୁର କଲେଜର ସ୍ୱର୍ଣ୍ଣ ଜୟନ୍ତୀ ପାଳନ ପ୍ରସ୍ତୁତି ବୈଠକରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ,ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ,ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ,ପୂର୍ବତନ ବିଧାୟକ ସଦନ ନାୟକ ଉପସ୍ଥିତିରେ ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି  ବୈଠକରେ ଆଗାମୀ ଦିନରେ ହେବାକୁ ଥିବା  ନବରଙ୍ଗପୁର କଲେଜ ର ସ୍ଵର୍ଣ୍ଣ ଜୟନ୍ତି କିଭଳି ସୁରଖୁରରେ ହେବ ବିସ୍ତୃତ ଭବରେ ଆଲୋଚନା ହୋଇଥିଲା। ବିଶେଷ କରି  ସ୍ଵର୍ଣ୍ଣ ଜୟନ୍ତି ପାଳନ କରିବା ନିମନ୍ତେ କେତେ ଟଙ୍କା ଖର୍ଚ୍ଚ ହେବ, କିଭଳି ସୁରଖୁରରେ ସୂଚାରୁ ରୂପେ ପାଳନ କରାଯିବ ଏବଂ ଆୟ ବ୍ୟୟ ର ଏକ ଅଟକଳ ବିଷୟରେ ବିସ୍ତୃତ ଭାବରେ ସମୀକ୍ଷା କରାଯାଇଥିଲା। ଉପସ୍ଥିତ ଥିବା ମାନ୍ୟବର ସାଂସଦ ବିଧାୟକ ଗଣ  ସ୍ଵର୍ଣ୍ଣ ଜୟନ୍ତି ପାଳନ କରିବା ନିମନ୍ତେ ଅର୍ଥରେ ଅଭାବ ପରିଲକ୍ଷିତ ହେବ ନାହିଁ ବୋଲି ଗୃହରେ ଭରସା ଦେଇଥିଲେ।   ସ୍ୱର୍ଣ୍ଣ ଜୟନ୍ତୀ ରୂପରେଖ ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ପୌରାଧ୍ୟକ୍ଷ କୁନୁ ନାୟକ,ମହାବିଦ୍ୟାଳୟ ର ଅଧ୍ୟକ୍ଷ ଭାସ୍କର ନାଥ ବିଶ୍ଵାଳ,ଆଲୁମିନି କୋର କମିଟିର ଆବାହକ ଶ୍ରୀ ଗଣେଶ ଦାଶ, ସହ ଆବାହକ ଶ୍ରୀମତୀ ସଙ୍ଗୀତା ତ୍ରିପାଠୀ, ଦିଲ୍ଲୀପ କୁମାର  ହୋତା,ଆଇନ ପରାମର୍ଶ ଦାତା ଶ୍ରୀ ନରସିଂହ ତ୍ରିପାଠୀ, ଆଲୁମିନି କାର୍ଯ୍ୟକାରୀ କମିଟିର ସଦସ୍ୟ ଶ୍ରୀ କିଶୋର ପଟ୍ଟନାୟକ, ଶ୍ରୀ ଶିଭଶଙ୍କର ତ୍ରିପାଠୀ, ଶ୍ରୀମତି ସ୍ୱର୍ତଲତା ପଟ୍ଟନାୟକ,ବରିଷ୍ଠ ଆଇନଜୀବୀ  ଉମାଶଙ୍କର ତ୍ରିପାଠୀ ଙ୍କ ସହ ମହାବିଦ୍ୟାଳୟ ର ବହୁ ପୁରାତନ ଛାତ୍ର ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026

You Might Also Like