-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ନାକ୍ଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ କେନ୍ଦ୍ର ସାହିତ୍ୟ ଏକାଡେମୀର "ଗ୍ରାମାଲୋକ"

11-Sep-2022



ନାକଟିଦେଉଳ(କନ୍ଦର୍ପ ବେହେରା) କେନ୍ଦ୍ର ସାହିତ୍ୟ ଏକାଡେ଼ମୀ ,ଦିଲ୍ଲୀ ଓ ନାକ୍ଟିଦେଉଳ ସ୍ନାତକ ମହାଵିଦ୍ୟାଳୟ ର ମିଳିତ ସହଯୋଗ ରେ ସାହିତ୍ୟ ଭିତ୍ତିକ ଗ୍ରାମାଲୋକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ ଏକାଡେମୀ ର ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ତଥା ସମ୍ବଲପୁର୍ ନେତାଜୀ ସୁଭାଷ ଵୋଷ୍ ମହାବିଦ୍ୟାଳୟ ର ଓଡ଼ିଆ ବିଭାଗ ର ପ୍ରାଧ୍ୟାପକ ଡ ଶ୍ୟାମ ଭୋଇ କହିଥିଲେ ଯେ ପଲ୍ଲୀ ର ସାହିତ୍ୟିକଙ୍କୁ ଦିଲ୍ଲୀ ସହିତ ଜୋଡିବା ହେଉଛି ସାହିତ୍ୟ ଏକାଡେ଼ମୀ ଦ୍ଵାରା ପ୍ରାୟୋଜିତ ଗ୍ରାମାଲୋକ ର ଆଭିମୁଖ୍ୟ ଅଟେ । ମୁଖ୍ୟ ଅତିଥି ଭାବରେ ସ୍ନାତକ ମହାଵିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ସୁଧୀର କୁମାର ସାହୁ ମତ ଦେଇଥିଲେ ଯେ ମାତୃଭୂମି ର ବିକାଶ ରେ ସାହିତ୍ୟ ର ଭୂମିକା ରହିଛି ।ନିମନ୍ତ୍ରିତ ଗାଳ୍ପିକ କନ୍ଦର୍ପ ଵେହେରା "ସ୍ଵପ୍ନା ର ସ୍ବପ୍ନପୁରୀ" ଓ ସନ୍ତୋଷ ରଥ "ଦାରୁଦେବତା" ଗପ ପାଠ କରିଥିଲେ ।ନିମନ୍ତ୍ରିତ କବି ହରିହର ସାହୁ "ମେହେର ତୁମେ ଗଙ୍ଗାଧର" , ଗୀତାରାଣୀ ସାହୁଙ୍କ " ଶୈଶବ" ଓ ଆର୍ ପୃଷ୍ପାଞଳି ଙ୍କ "ସନ୍ଧାନୀ" କବିତା ପାଠ କରିଥିଲେ ।ଡ଼ ଦୀପେନ୍ କୁମାର ପଟ୍ଟନାୟକ ଙ୍କ ପରିଚାଳନା ରେ ଆୟୋଜିତ କବିତା ପାଠୋତ୍ସବ ରେ ପ୍ରଦୀପ ବିଶ୍ଵାଳ, ଶେଷଦେଵ ଵିଶ୍ଵାଳ, ବିନୋଦ ଵିହାରୀ ପ୍ରଧାନ୍,ବିଜୟ ସାହୁ,କ୍ଷମାନିଧି ଵେହେରା, ଦେଵାଶିଷ ଦାସ୍ ଓ ଶୋଭନ୍ ଵେହେରା ପ୍ରମୁଖ ସ୍ଵରଚିତ କଵିତା ପାଠ କରିଥିଲେ । ହିକପାଲି ଗ୍ରାମ ର ଲିଙ୍ଗରାଜ ସାହୁ ଓ ଭାବଗ୍ରାହୀ ଷଣ୍ଢ ଦାସକାଠିଆ ପରିଵେଷଣ କରିଥିବା ବେଳେ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ା ସୁଚିତ୍ରା ସାହିତ୍ୟ ପତ୍ରିକାର ବର୍ଷା ସଂଖ୍ୟା ଉନ୍ମୋଚିତ ହୋଇଥିଲା ।ମହାଵିଦ୍ୟାଳୟ ର ଛାତ୍ରୀ ପିଙ୍କି ସାହୁ, ସିପ୍ରା ସାହୁ,ପଙ୍କଜିନି ବେହେରା, ଅପରାଜିତା ସାହୁ, ରବିବାରୀ ମେଣ୍ଡୁଳି, ତପସ୍ଵିନୀ ବାଘ,ପ୍ରୀତି ପ୍ରଜ୍ଞା ନନ୍ଦ,କରିସ୍ମା, ଆଭାଶ୍ରୀ ଓ ଵର୍ଷା ନୃତ୍ୟ ପରିବେଷଣ କରିଥିଲେ । ଅଧ୍ୟାପକ ଶ୍ରୀ ଦେଵେଶ୍ ଵିଶ୍ଵାଳ ଧନ୍ୟଵାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like