-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ସ୍ୱଚ୍ଛ ଭାରତ ପକ୍ଷରୁ ପଲିଥିନ ମୁକ୍ତ ଅଭିଯାନ

11-Sep-2022



 ସୁବର୍ଣ୍ଣପୁର -  ସୁବର୍ଣ୍ଣପୁର ସହର କୁ ସ୍ୱଚ୍ଛ ସୁନ୍ଦର ଓ ପଲିଥିନ ମୁକ୍ତ କରିବାକୁ ଅଣ୍ଟା ଭିଡିଛି ଅଗ୍ରଣୀ ସ୍ୱଚ୍ଛ ଭାରତ ସଂଗଠନ l ଏବଂ ଦୀର୍ଘ ବର୍ଷ ରୁ ତେଲ ନଦୀ, ମହାନଦୀ, ମେଡିକାଲ, ବିଭିନ୍ନ ସ୍କୁଲ କଲେଜ, ରାସ୍ତା ଘାଟ ଓ ବିଶେଷ କରି ସମସ୍ତ ମନ୍ଦିର ପର୍ଯ୍ୟଟନ କ୍ଷେତ୍ର ମାନଙ୍କ ରେ ସ୍ୱଚ୍ଛତା କାର୍ଯ୍ୟ ସହିତ  ପଲିଥିନ ସବୁକୁ ଗୋଟାଇ  ସହର କୁ ସ୍ୱଚ୍ଛ ରଖିବାକୁ ଓ ପଲିଥିନ ର ଅପ ବ୍ୟବହାର ରୋକିବାକୁ ଜନସାଧାରଣ ଙ୍କୁ ଏ ମାଧ୍ୟମ ରେ ସଚେତନତା ବାର୍ତ୍ତା  ଦେଉଛନ୍ତି l ଆଜି ସହର ର ବାଲାଜୀ ହନୁମାନ ମନ୍ଦିର ରେ ସ୍ୱଚ୍ଛ ଭାରତ ପକ୍ଷରୁ ପଲିଥିନ ମୁକ୍ତ ଅଭିଯାନ କରାଯାଇ  ଚାରି ବସ୍ତା  ପଲିଥିନ ଗୋଟା ଯାଇଛି l ବିଗତ ମାସରେ ସୁବର୍ଣ୍ଣପୁର ଏସପି ଙ୍କ ନେତୃତ୍ବ ରେ  ସୋନପୁର ପୋଲିସ, ସ୍ୱଚ୍ଛ ଭାରତ ଓ ସହର ର ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ ର ସହଯୋଗ ରେ ସହର ର ବୁଢାରଜା ଛକ ରୁ କଚେରୀ ଛକ ଯାଏ  ଶହ ଶହ ବସ୍ତା ପଲିଥିନ ଓ ଅଳିଆ ଆବର୍ଜନା କୁ ସଫା କରାଯାଇ ଏକ ମେଗା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଥିଲା l ପ୍ରକାଶ ଥାଉ କି ଯେ ସୁବର୍ଣ୍ଣପୁର ପୌର ପ୍ରଶାସନ ର  ଭିଜନ କ୍ଲିନ ସୋନପୁର ଅଭିଯାନ କେବଳ ମିଟିଙ୍ଗ ଇଟିଙ୍ଗ ଓ କାଗଜ ପତ୍ର ରେ କ୍ଲୋଜିଙ୍ଗ  ହୋଇ ସମ୍ପୂର୍ଣ ଫେଲ ମାରିଥିବା ଦେଖା ଦେଇଛି l ତାକୁ କିନ୍ତୁ କାର୍ଯ୍ୟ ରେ ପରିଣତ କରିବାକୁ ଅଣ୍ଟା ଭିଡ଼ିଛନ୍ତି ସହର ର କିଛି ସ୍ବେଛାସେବୀ ଅନୁଷ୍ଠାନ ଓ ସଚେତନ ନାଗରିକ l ସ୍ୱଚ୍ଛ ଭାରତ ସଭାପତି ଲଷ୍ମୀ ନାରାୟଣ ମେହେର ଓ  ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ, ଶ୍ରୀବତ୍ସ ମଲ୍ଲିକ, ବିନୋଦ ମେହେର, ଙ୍କ ପରାମର୍ଶ ରେ କୋଡିନେଟର ମନୋରଞ୍ଜନ ତ୍ରିପାଠୀ ଙ୍କ ସଂଯୋଜନା ରେ ଏବଂ ଉପଦେଷ୍ଟା ଗରିବ ଲୋଇ, ଅଶୋକ ହୋତା, ରାମ ଚନ୍ଦ୍ର ଅଗ୍ରୱାଲା, ଗଣେଶ ମିଶ୍ର, ଉପ ସଭାନେତ୍ରୀ ଇନ୍ଦୁମତୀ ପୁରୋହିତ,  ଲଡ଼ୁ କିଶୋର ମଲ୍ଲିକ, ପ୍ରଦ୍ୟୁମ୍ନ ପଟେଲ, ମନୋଜ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଡା, ସୁନୀଲ ମହାପାତ୍ର, ଅନନ୍ତ ପାଣିଗ୍ରାହୀ, କୃଷ୍ଣ ଚନ୍ଦ୍ର ବିଶି, ସୌରଭ ଖମାରି, , ଅଭିମନ୍ୟୁ କୁଶଳ, ଦିଲ୍ଲୀପ ଭୁକ୍ତା,ସିମାଞ୍ଚଳ ହୋତା, କାନ୍ହୁ ସାହୁ, ରୋମୁ ତିୱାର, ଜୟ ନାରାୟଣ ସାହୁ, ପ୍ରମୋଦ ମାହାନା, ତରଣୀ ମେହେର,  ପ୍ରମୋଦ କୁମାର ସାହୁ, ପ୍ରଫୁଲ୍ଲ ନାଏକ, ନାରାୟଣ ରଥ, ପ୍ରତାପ ଦାଶ, ସଂଗୀତା ନାଏକ, ଜୟନାରାୟଣ ସାହୁ, ଡା, ସରୋଜ ପଟେଲ, ସୁଶାନ୍ତ ସାହୁ, ଜୟନ୍ତ ବେହେରା, ବୃନ୍ଦାବନ ରଥ, ଜୟନ୍ତୀ ରଥ, ପ୍ରହଲ୍ଲାଦ ମିଶ୍ର, ଅମର ଭୁତ, ତ୍ରିଲୋଚନ ତରିଆ, ଚୌଧୀରି ବିଭାର, କ୍ରିଷ୍ନା ମେହେର, ପ୍ରମୁଖ ସମସ୍ତ ସଭ୍ୟ ଙ୍କ ସହଯୋଗ ରେ  ସୋନପୁର ମନମୁଣ୍ଡା ଉଭୟ ସହର ରେ ସଫେଇ ଓ ପଲିଥିନ ମୁକ୍ତ  ସଚେତନତା ଅଭିଯାନ  କରାଯାଉଛି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ