-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଳା ପରିବହନ ଓ ପୋଲିସ ବିଭାଗ ତରଫରୁ ତିନି ଦିନିଆଁ ସ୍ୱତନ୍ତ୍ର ଚଢ଼ାଉ- ସମୁଦାୟ ୪୯ ଗୋଟି ଗାଡି ଜବତ: ୩୫ ଜଣ ଡ୍ରାଇଭର ଗିରଫ

12-Sep-2022



ସୁବର୍ଣ୍ଣପୁର, ଓଡିଶା ସରକାରଙ୍କ ପରିବହନ କମିଶନର ଙ୍କ ନିର୍ଦ୍ଧେଶ କ୍ରମେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଆବୋଲୀ ସୁନିଲ ନରୱଣେ ଙ୍କ ପରାମର୍ଶ  ଓ ଏସପି ଅମରେଶ ପଣ୍ଡା ଙ୍କ ତତ୍ୱାବଧାନ ରେ ଗତ ୭ ରୁ ୯ ତାରିଖ ପର୍ଯ୍ୟନ୍ତ  ସୁବର୍ଣ୍ଣପୁର ଜିଲ୍ଲାରେ ଦୁଇ ଚକିଆ ଚାରି ଚକିଆ ଯାନ ଚଳାଚଳ  ଉପରେ ପୋଲିସ ଅଧିକାରୀଙ୍କ ସହ ପରିବହନ ବିଭାଗ କର୍ମଚାରୀଙ୍କ ସ୍ୱତନ୍ତ୍ର  ମିଳିତ ଯାଞ୍ଚ କରାଯାଇଛି l ଏହି ପରିପ୍ରେକ୍ଷୀରେ  ବିଗତ ୩ ଦିନ ଧରି ଜିଲ୍ଲା ପରିବହନ ଅଧିକାରୀ ଶ୍ରୀ ରବୀନ ପଟ୍ଟନାୟକ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଅନୁଷ୍ଠିତ ଏହି ସ୍ୱତନ୍ତ୍ର ଯାଞ୍ଚ  ସହରର କୁଞ୍ଜ ଛକ, ବ୍ଲକ ଛକ ସମେତ ବିଭିନ୍ନ ଜାଗାରେ  ଏକକାଳୀନ ଚଢ଼ାଉ ଆରମ୍ଭ କରାଯାଇଛି l ଏହି ସ୍ୱତନ୍ତ୍ର ଯାଞ୍ଚ ସମୟରେ ବିଶେଷ ଭାବେ ବିନା ହେଲମେଟ, ବିନା ଡ୍ରାଇଭିଙ୍ଗ ଲାଇସେନ୍ସ, ଟ୍ରିପଲ ରାଇଡ଼ର ଡ୍ରାଇଭିଂ, ବିନା ଇନ୍ଷ୍ୟୁରେନ୍ସ ରେ ଗାଡି ଚାଳନ ଉପରେ ବିଶେଷ ପଦକ୍ଷେପ ନିଆ ଯାଇଛି l ଜିଲ୍ଳାର ସଡ଼କ ସୁରକ୍ଷା ଉପରେ ଗୁରୁତ୍ୱାରୋପ ପୂର୍ବକ ଅବ୍ୟବସ୍ଥିତ ଗାଡିଚାଳନା ତଥା ବିନା କାଗଜାତ ରେ ଗାଡିଚାଳନା ନିଜ ତଥା ଅନ୍ୟ ମାନଙ୍କ ପାଇଁ ଦୁଃଖ ର କାରଣ ହୋଇଥାଏ ଏଣୁ ସମସ୍ତେ ଏଥି ପ୍ରତି ସତର୍କ ହେବାକୁ ଜିଲ୍ଳା ଆରକ୍ଷୀ ଅଧିକାରୀ ଅମରେଶ ପଣ୍ଡା ସୂଚନା ପ୍ରଦାନ କରିଛନ୍ତି l ସର୍ତକ ଓ ସଚେତନ ହେଲେ ସଡ଼କ ଦୁର୍ଘଟଣାକୁ ରୋକାଯାଇ ପାରିବା ସହ ଧନ ଜୀବନ ସୁରକ୍ଷିତ ରହିବ ଏଣୁ ସମସ୍ତେ ଗାଡିଚାଳନl ସମୟରେ ଯତ୍ନବାନ ହେବାକୁ ପ୍ରଶାସନ

ତରଫରୁ ପରାମର୍ଶ ଦିଆଯାଇଛି l ଗତ ତିନି ଦିନିଆଁ ଚଢ଼ାଉ ରେ  ପରିବହନ ବିଭାଗ ଦ୍ୱାରା 49 ଗୋଟି ଭାଇକିଲ ଜବତ ସହ 35 ଜଣ ଜଣ ମଦୁଆ ଗାଡି ଚାଳକ  ଙ୍କୁ ଗିରଫ କରାଯାଇଥିବା ବିଷୟ ଆଞ୍ଚଳିକ ପରିବହନ ଅଧିକାରୀ ରବୀନ ପଟ୍ଟନାୟକ ଙ୍କ ଠାରୁ ପ୍ରକାଶ ପାଇଛି l 97 ଗୋଟି ଗାଡି ଚାଳକ ଙ୍କ ଠାରୁ ଭିନ୍ନ ଭିନ୍ନ ମାମଲା ରେ 50 ହଜାର ଟଙ୍କା ଫାଇନ ଆଦାୟ କରାଯାଇଥିବା  ବିଷୟ ଶ୍ରୀ ପଟ୍ଟନାୟକ ଙ୍କ ଠାରୁ ସୂଚନା ମିଳିଛି l ଏସପି ଶ୍ରୀ ପଣ୍ଡା ଓ ପରିବହନ ଅଧିକାରୀ ସୁବର୍ଣ୍ଣପୁରଙ୍କ  ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ସ୍ୱତନ୍ତ୍ର ଯାଞ୍ଚ  ଅଭିଯାନରେ କନିଷ୍ଠ ମୋଟର ଯାନ ନିରୀକ୍ଷକ ଲୋକନାଥ ନାୟକ, ପୋଲିସ ଏସ ଆଇ ସୁଶୀଲ ବିଶିଙ୍କ ସମେତ ସୋନପୁର ସହରାଞ୍ଚଳ ସମସ୍ତ  ଅଧିକାରୀ ସମେତ ପରିବହନ ବିଭାଗ କର୍ମଚାରୀ ଓ ପୋଲିସ ବିଭାଗର ଅଧିକାରୀ ପ୍ରମୁଖ ସାମିଲ ଥିବା ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l ଆଗାମୀ ଦିନରେ ଏହି ଚଢ଼ାଉ କାର୍ଯ୍ୟକ୍ରମ କୁ ଆହୁରି ବ୍ୟାପକ ତଥା କଡାକଡି କରାଯିବ ବୋଲି ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ପଟ୍ଟନାୟକ ସୂଚନା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like