-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||     

HOME   ଜିଲ୍ଲା

ଅତାବିରା ଫଟୋଗ୍ରାଫିକ୍ ସଂଗଠନ ର ନୂଆଁଖାଇ ଭେଟଘାଟ

12-Sep-2022



ବରଗଡ: ଅତାବିରା ସ୍ଥିତ  ଆନନ୍ଦ କଲ୍ୟାଣ  ମଣ୍ଡପ ଠାରେ  ଅତାବିରା  ଫୋଟୋଗ୍ରାଫି ସଂଗଠନ ପକ୍ଷରୁ  ନୂଆଁଖାଇ ଭେଟ ଘାଟ  ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସଭାପତି ସଞ୍ଜୟ ରଥ ଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜସେବୀ ରିଙ୍କେଶ ମିଶ୍ର  ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ଡଃ ଶଙ୍କର ରାମ ଚନ୍ଦାନି, ରାଜ୍ୟ ଫଟୋଗ୍ରlଫର ସଂଗଠନର ସମ୍ପାଦକ ଜବେଦ ଟିଟୋ, ଥାନା ଅଧିକାରୀ  ଅନିଲ ପ୍ରଧାନ, ଶାଖା ପରିଚାଳକ  ଅଭିଷେକ  ଦେବତା ସମ୍ମାନିତ ଅତିଥି ରୂପେ ମଞ୍ଚାସୀନ ଥିଲେ । ତର୍ପଣ ପ୍ରଧାନ  ଅତିଥି ପରିଚୟ  ସହ ସ୍ଵାଗତ ଅଭିଭାଷଣ ଦେଇଥିଲେ ।  ଅତିଥି ମାନଙ୍କ ଦ୍ଵାରା ମାଁ ସମଲେଶ୍ଵରୀଙ୍କ ଫଟୋଚିତ୍ର ଦୀପ ପ୍ରଜ୍ବଳନ ପୂର୍ବକ ପୁଷ୍ପମାଲ୍ୟ ଅର୍ପଣ କରାଯିବା ପରେ ସମବେତ   ଜାତୀୟ ସଙ୍ଗୀତ  ଗାନ କରି  ଦେଶ ମାଟିକୁ ସମ୍ମାନ ଜଣାଇଥିଲେ ।ଏହାପରେ ଦିବଂଗତ ଆତ୍ମା ମାନଙ୍କ

ପାଇଁ ନୀରବ ପ୍ରାର୍ଥନା କରାଯାଇଥିଲା। ସୁଦାମ ଚରଣ ମିଶ୍ର  ବାର୍ଷିକ ବିବରଣୀ ପଠନ କରିଥିଲେ ।ଏହି ଅବସରରେରେ କୋଶଳ ତର୍ପଣ ପ୍ରଧାନଙ୍କ ସହଯୋଗରେ  ବରିଷ୍ଠ ଫଟୋଗ୍ରlଫିକ ଷ୍ଟଲ  ସଂଘ ଓ ସାମ୍ବାଦିକ  ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।  ଏହି ସମ୍ବର୍ଦ୍ଧନା   କାର୍ଯ୍ୟକ୍ରମ ପରେ ସରୋଜ ରଥ ଙ୍କ ସ୍ବରଚିତ "ମାଟିର ମହକ" ପୁସ୍ତକ ଅତିଥି ମାନଙ୍କ ଦ୍ଵାରା ଉନ୍ମୋଚିତ ହୋଇଥିଲା । ନାରାୟଣ ବେହେରା ଓ ସାଥୀ  ଉଦଯାପନୀ ସଙ୍ଗୀତ ଗାନ  କରିଥିଲେ । ସୁଦାମ ଚରଣ  ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ । ଶେଷରେ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ  ଓ ନୂଆଁଖାଇ ଭେଟଘାଟ ଦ୍ଵାରା ପରସ୍ପର ମଧ୍ୟରେ ଭାବ ବିନିମୟ   କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026
  ଜିଲ୍ଲା  
ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   05-Jul-2026

You Might Also Like