-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର, ୪୩ ଗୋଟି ଅଭିଯୋଗରୁ ୨୨ ଗୋଟି ଅଭିଯୋଗ ତୁରନ୍ତ ସମାଧାନ

12-Sep-2022



ବୀରମହାରାଜପୁର, ( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା  ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର  ଜିଲ୍ଲପାଳ  ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ  ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୫ ଗୋଟି,  ସାମୁହିକ ଦରଖାସ୍ତ ୮ଗୋଟି ରହିଥିବା ବେଳେ ତନ୍ମଧ୍ୟରେ ଗୋଟିଏ ଦରଖାସ୍ତ ଜିଲ୍ଲା ରେଡ଼କ୍ରସ  ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୨୨ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୩ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ

ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଅଦ୍ୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଗତ ଏକ ମାସ ମଧ୍ୟରେ ବୀରମହାରାଜପୁର ବ୍ଲକ ର ବିଭିନ୍ନ ସମସ୍ୟା ଉପରେ ପ୍ରକାଶିତ ଖବର ଉପରେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି, ବିଭାଗୀୟ ଅଧିକାରୀ ମାନେ  ଅଂଚଳର ଜନ ଜୀବନ କୁ ପ୍ରଭାବିତ କରୁଥିବା ଭଳି ବିଭାଗୀୟ ଖବର ଗୁଡିକୁ ଗୁରୁତ୍ୱର ସହ ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର

ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ  ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ  ନିହାର ରଞ୍ଜନ କଁହର,ଉପ ଜିଲ୍ଲାପାଳ, ବୀରମହାରାଜପୁର  ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା, ବୀରମହାରାଜପୁର  ଶାନ୍ତି ଲୁହା,ବ୍ଲକ ଉପାଧକ୍ଷ  ନାରାୟଣ ଲୁହା, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like