-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ଅଣଗେଜେଟେଡ ପ୍ରାଣୀଚିକିତ୍ସା ବୈଷୟୀକକର୍ମଚାରୀ ସଂଘର ୭ମ ବାର୍ଷିକୋତ୍ସବ ସାଧାରଣ ଅଧିବେସନ, ସୁରେନ୍ଦ୍ର ସଭାପତି,ସୁଶୀଳ ସଂପାଦକ ମନୋନିତ

12-Sep-2022



ସୋନପୁର(ମନୋରଂଜନ ତ୍ରିପାଠୀ)-ସୁବର୍ଣ୍ଣପୁର ଜିଲ୍ଲା ଅଣଗେଜେଟେଡ ପ୍ରାଣୀଚିକିତ୍ସା ବୈଷୟୀକ କର୍ମଚାରୀ ସଂଘର ୭ମ ତ୍ରୟୋବାର୍ଷିକ ସାଧାରଣ ଅଧିବେସନ ଓ କର୍ମକର୍ତ୍ତା ନିର୍ବାଚନ ସ୍ଥାନୀୟ କର୍ମଚାରୀ ସମନ୍ୱୟ ସମିତି କମ୍ୟୁନିଟି ହଲଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସ୍ଥାୟୀ ସଭାପତି ସୁରେନ୍ଦ୍ର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଓ ଲଳିତ ମେହେରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଅଧିବେସନରେ ମୁଖ୍ୟଅତିଥି ଭାବରେ ସୁବର୍ଣ୍ଣପୁର ମୁଖ୍ୟପ୍ରାଣୀ ଚିକିତ୍ସାଅଧିକାରୀ ଡ.ଅନନ୍ତପ୍ରସାଦ ପଣ୍ଡା, ସମ୍ମାନୀତ ଅତିଥି ଭାବରେ ଉପଖଣ୍ଡ ପ୍ରାଣିଚିକିତ୍ସା ଅଧିକାରୀ ଡ.ଅଶେଷ କର, ସୋନପୁର ପ୍ରାଣିଚିକିତ୍ସାଳୟର ଉପନିର୍ଦ୍ଦେଶକ ଡ.ରମେଶଚନ୍ଦ୍ର ପଧାନ, ଅତିରିକ୍ତ ଜିଲ୍ଲା ପ୍ରାଣୀଚିକିତ୍ସା ଅଧିକାରୀ ଡ.ହିମାଁଶୁ ଶେଖର ମହନ୍ତ,ରାଜ୍ୟ ଅଣଗେଜେଟେଡ ପ୍ରାଣୀଚିକିତ୍ସା ବୈଷୟୀକ କର୍ମଚାରୀ ସଂଘର ପ୍ରତିନିଧି ପୁରୀ ଜିଲ୍ଲାର ସଭାପତି ଲଲାଟେନ୍ଦୁ ଦଳାଇ,ସୁବର୍ଣ୍ଣପୁର ଜିଲ୍ଲାସଂଘର ପୂର୍ବତନ ସଭାପତି ଦେବକିଶୋର ଦାନୀ ଓ ମୁଖ୍ୟବକ୍ତା ଭାବରେ ସମନ୍ୱୟ ସମିତିର ସଂପାଦକ ଚିତ୍ତରଂଜନ ତରାସିଆ ଯୋଗଦେଇଥିଲେ । ଜିଲ୍ଲା ସଂଘର ସଂପାଦକ ଅଶ୍ୱନୀ ପୁରୋହିତ ସଂପାଦକୀୟ ବିବରଣୀ ପାଠ କରିବା ସଙ୍ଗେସଙ୍ଗେ ବିଭିନ୍ନ ସମସ୍ୟା ବିଷୟରେ ଆଲୋକପାତ କରିଥିଲେ । ବଲାଙ୍ଗୀର, ବୌଦ୍ଧ, ନୟାଗଡ, ଜିଲ୍ଲାରୁ ଆସିଥିବା କର୍ମକର୍ତ୍ତାମାନେ ସୁବର୍ଣ୍ଣପୁର ଜିଲ୍ଲା ସଂଘ ରାଜ୍ୟସଂଘକୁ ଦିଗଦର୍ଶନ ଦେବା ସହିତ ଏକ ଆଦର୍ଶ ସଂଗଠନରେ ପରିଣତ ହୋଇଥିବା କହିଥିଲେ । ଦ୍ୱିତୀୟ ଅଧିବେସନରେ ଆଗାମୀ ୩ବର୍ଷ ପାଇଁ ଜିଲ୍ଲାସଂଘର ନୂତନକର୍ମକର୍ତ୍ତା ଚୟନ କରାଯାଇଥିଲା । ଏଥିରେ ସଭାପତି ଭାବରେ ସୁରେନ୍ଦ୍ର କୁମାର ମେହେର,ଉପସଭାପତି ଭାବରେ  ଶ୍ୟାମଲାଲ ନାଗ, ସଂପାଦକ ଭାବରେ ସୁଶୀଳକୁମାର ପଣ୍ଡା, କୋଷାଧ୍ୟକ୍ଷ ଭାବରେ ଲଳିତ କୁମାର ମେହେର ଓ ସଂଗଠନ ସଂପାଦକ ଭାବରେ ଅଶ୍ୱିନୀ ପୁରୋହିତ ପ୍ରମୁଖ ମନୋନିତ ହୋଇଥିଲେ । ପ୍ରଦୀପ କୁମାର ନାଏକବୀରମହାରାଜପୁର ଓ ପ୍ରମୋଦ କୁମାର ମେହେର ସୋନପୁର ଉପଖଣ୍ଡ ପାଇଁ ବୁଥଲିଡର ମନୋନୀତ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like