-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ଜିଲ୍ଲା ପ୍ରଶାସନ ପକ୍ଷରୁ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ ଭେଟଘାଟ୍ 

12-Sep-2022



ବଲାଙ୍ଗିର,ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ  ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ନୂଆଁଖାଇ ଭେଟ୍‌ଘାଟ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀରଂଜନ ମିଶ୍ରଙ୍କ ଆବାହକତ୍ୱରେ ତଥା ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଭେଟଘାଟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଟିଟିଲାଗଡ଼ ବିଧାୟିକ ତଥା ବାଣିଜ୍ୟ, ଜଳସଂପଦ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ଅନ୍ୟତମ ଅତିଥି ଭାବରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ରାଜ୍ୟ ସଭା ସାଂସଦ ନିରଂଜନ ବିଶି, ବଲାଙ୍ଗୀର ଜିଲ୍ଲାପାଳ ଚଂଚଳ ରାଣା, ବଲାଙ୍ଗର ଏସ୍‌ପି ନିତୀନ କୁଶଲକର, ବଲାଙ୍ଗୀର ମୁନିସିପାଲିଟି ପୌରାଧ୍ୟକ୍ଷା ଲିକା ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକି ସାହୁ, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍ତରୀୟ ଓମାନପତ୍ର ପ୍ରଦାନପୂର୍ବକ ସମ୍ମାନିତ କରାଯାଇଥିଲା । ମଳୟାନନ୍ଦ ତ୍ରିପାଠୀ ମାନପତ୍ର ପାଠ କରିଥିଲେ । ପ୍ରାୟ ୫ଠରୁ ଅଧିକ କୌତୁକ ପୋଷାକ ପିନ୍ଧି ଅଭିନୟ କରିଥିବା ଶିଶୁ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ସମ୍ମାନିତ କରାଯାଇଥିଲା ।  ସାନବଡ ଙ୍କ ଢ଼ୁଡକା, ଲୋଇସିଂହାର ସଙ୍ଗୀତ ସାଧାନା ଗୃପ୍ ଓ ପୁଇଁନ୍ତଳାର ଢ଼ୋଲ ମୁହରୀ ସଂଗଠନର କଳା ମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖଣାହାରୀଙ୍କ ମନ ମୋହିଥିଲା ।  ସମସ୍ତ କାର୍ଯ୍ୟକ୍ରମକୁ କବି ସନ୍ଦୀପ କୁମାର କୁଅଁର ସଂଯୋଜନା କରିଥିଲେ । ଏହି ଭେଟଘାଟ୍  କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ କଳାକାର ଓ ସଂସ୍କୃତପ୍ରେମୀ ମାନେ ଯୋଗ ଦେଇଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like