-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ଆଶାକର୍ମୀ ସଂଘ ର କାର୍ଯ୍ୟକାରୀ ବୈଠକ 

13-Sep-2022



ବଲାଙ୍ଗିର, - ବଲାଙ୍ଗିର ଯାଦବ ଭବନ ଠାରେ ନିଖିଳ ଓଡିଶା ଆଶାକର୍ମୀ ସଂଘ ବଲାଙ୍ଗିର ଜିଲ୍ଲା ଏଆଇଟିୟୁସି ସହ ସହ ବନ୍ଧିତ ଜିଲ୍ଲା କାର୍ଯ୍ୟକାରୀ କମିଟି ବୈଠକ ଜିଲ୍ଲା ସଭାପତି ସାଥୀ ତୀର୍ଥ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଉପସଭାପତି ସରସ୍ୱତୀ ଶର୍ମାଙ୍କ ଦ୍ୱାରା ଦିବଂଗତ ଆଶା କର୍ମୀ ଦ୍ୱୟ ସ୍ୱର୍ଗତ ସୁରଭି ନନ୍ଦ ଦେଓଗାଁ ବ୍ଲକ ଓ ସ୍ୱର୍ଗତ ଉମା ପଧାନ ବେଲପଡା ବ୍ଲକଙ୍କ ଅକାଳ ବିୟୋଗରେ ସଭାରେ ଶୋକ ପ୍ରସ୍ତାବ ଆଗତ କରାଯାଇ ଅମର ଆତ୍ମାଙ୍କ ସଦ୍‌ଗତି

ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏଆଇଟିୟୁସି ଜିଲ୍ଲା ସଭାପତି ସାଥୀ ବିଭୁଦତ୍ତ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମସ୍ତ ଆଶା କର୍ମୀଙ୍କୁ ଶଶକ୍ତ ଭାବେ ସଂଗଠିତ ହୋଇ ନିଜର ହକ୍ ହାସଲ କରିବା ପାଇଁ ସରକାରଙ୍କ ଠାରେ ଲଢେଇ କରିବା ପାଇଁ ଆହ୍ୱାନ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଶ୍ରମିକ କର୍ମଚାରୀ ନେତା ତଥା ଏଆଇଟିୟୁସି ଜିଲ୍ଲା ସଂପାଦକ ଦେବାଶିଷ କୁମାର ବାବୁ ଯୋଗ ଦେଇ ସଂଗଠନକୁ ତୃଣମୁଳ ସ୍ତରରୁ ମଜବୁତ ତଥା ସଶକ୍ତ କରିବାକୁ ଆହ୍ୱାନ ଦେଇଥିଲେ ।  ଜିଲ୍ଲା ସଂପାଦିକା ଓମି ଗୁପ୍ତା ସଂଗଠନର ସଂପାଦକୀୟ ବିବରଣୀ ତଥା ଆୟ ବ୍ୟୟ ସଭାରେ ଉପସ୍ଥାପନ କରିବା ସଙ୍ଗେ ସଙ୍ଗେ ଦିବଂଗତ ଆଶା କର୍ମୀଦ୍ୱୟଙ୍କ ପରିବାରକୁ କ୍ଷତିପୂରଣ ସାହାଯ୍ୟ ସରକାରଙ୍କୁ ଶିଘ୍ର ପ୍ରଦାନ କରିବାକୁ ଆହ୍ୱାନ ଦେଇଥିଲେ । ଯଶୋବନ୍ତୀ ବେହେରା, ମଲୟ ବିଶ୍ୱାଲ, ବାଏଜୁ ନନ୍ଦ, ଦୁର୍ଯ୍ୟୋଧନ ବିଶ୍ୱଲ, ପ୍ରବିର କନ୍ୟ, କନ୍ଦର୍ପ ଦୀପ, ବନୀତା ପୁଟେଲ, ସୁବାସ ସାହୁ, ମାଧବି ବେହେରା, ବାସମତି ବାଗ, ସଂଯୁକ୍ତା ରାୟ ପ୍ରମୁଖ ସଭାରେ ନିଜ ନିଜ ବକ୍ତବ୍ୟ ରଖିଥିଲେ । ଶେଷରେ ପୁଷ୍ପାଞ୍ଜଳି ଚୈାଧୁରୀ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରି ସଭାକାର୍ଯ୍ୟ ସାଙ୍ଗ ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like