-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||     

HOME   ଜିଲ୍ଲା

କୁଡାସିଂହା ଗ୍ରାମ ରେ ନୂଆଁଖାଇ ଜୁହାର ଭେଟ୍ କାର୍ଯ୍ୟକ୍ରମ

13-Sep-2022



ବଲଙ୍ଗୀର(ପ୍ରେରଣା ଖବର): ଆଜି ବଲାଙ୍ଗୀର ସଦର ବ୍ଲକ କୁଡାସିଂହା ପଂଚାୟତ ଠାରେ  ନୂଅଁଖ।।ଇ ଜୁାହର ଭେଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଂଜନ ବିଶି ଯୋଗ ଦେଇ ଗ୍ରାମବାସୀଙ୍କ ସହ ଗାଁ ର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ଗାଁ ର ବୁଢ଼ାଡଙ୍କର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ରାଜ୍ୟ ସଭା ସାଂସଦଙ୍କୁ ଅନୁରୋଧ କରାଯାଇଥିଲା । ଶିକ୍ଷାର ଉନ୍ନତି ପାଉଇଁ କୁଡାସିଂହା ଗାଁ ରେ ଏକ + ୩ କଲେଜ ସ୍ଥାପନ କରିବା ପାଇଁ ଶ୍ରୀ ବିଶି ପ୍ରତିଶୃତି ଦେଇଛନ୍ତି । ଏଥିସହ କୁଡାସିଂହା ଚିକଲବାହାଲ ରାସ୍ତାର ଉନ୍ନତିକରଣ ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ରାଜ୍ୟ ସଭା ସଂସଦଙ୍କୁ ଅନୁରୋଧ କରାଯାଇଥିଲା । ଏହି ନୂଆଁଖାଇ ଜୁହାରଭେଟ୍ କାର୍ଯ୍ୟକ୍ରମରେ ବଲାଙ୍ଗୀର ମୁନିସିପାଲିଟି ପୌରାଧ୍ୟକ୍ଷା ଲିକା ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗୀର ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ, କୁଡାସିଂହା ପଂଚାୟତର ସରପଂଚ ଜ୍ୟୋସ୍ନାରାଣୀ ସାହୁ, ବୁଢ଼ାଡଙ୍କର କଲେଜର ଅଧ୍ୟକ୍ଷ ଛବିଳ ବଗର୍ତ୍ତି, ଅକ୍ଷୟ କୁମାର ଚୌଧୁରୀ, କୁଡାସିଂହା ଗାଁ ର ଗୌନ୍ତିଆ ଉମାକାନ୍ତ ଝାଙ୍କର, କୁଡାସିଂହା ସମିତି ସଭ୍ୟ କାମିନୀ ପଟେଲ, ଗୋଲାପ ବାଗ ଓ ନିମାଇଁ ଝାଙ୍କର ପ୍ରମୁଖ ଯୋଗ ଦେଇ କୁଡାସିଂହା ଗାଁ ର ଲୋକଙ୍କ ବିଭିନ୍ନ ମୌଳିକ ସମସ୍ୟା ଓ ଏହାର ସମାଧାନ ପାଇଁ ସମସ୍ତଙ୍କ ସହଯୋଗ କମନା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026

You Might Also Like