-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||     

HOME   ଜିଲ୍ଲା

ବାଇକ୍ ଧକ୍କାରେ ରାସ୍ତାରେ ଶୋଇଥିବା ଗାଈ ଗୁରୁତର, ବାଇକ୍ ଚାଳକ ଡାକ୍ତରଖାନରେ ଭର୍ତ୍ତି

13-Sep-2022



ବଲଙ୍ଗୀର(ପ୍ରେରଣା ଖବର): ଜନଗହଳିପୂର୍ଣ୍ଣ ମୁଖ୍ୟ ରାସ୍ତା ଗୁଡିକରେ ବୁଲା ଗାଈଗୋରୁ ମାନଙ୍କ ଅବାଧ ପ୍ରବେଶ ଯୋଗୁଁ ଅନେକ ସମୟରେ ରାସ୍ତା ର୍ଦୁଘଟଣା ମାନ ଗଟୁଛି । ରାସ୍ତାରେ ବିଚରଣ କରୁଥିବା ଏହି ଗାଈଗୋରୁ ମାନଙ୍କ କାଞ୍ଜି ହାଉସ୍‌ରେ ଥଇଥାନ କରିବା ପାଇଁ ବଲାଙ୍ଗୀର ମୁନିସିପାଲିଟି ପକ୍ଷରୁ ଘୋଷଣl କରାଯାଇଥିଲେ ମଧ୍ୟ ଏହା କାର୍ଯ୍ୟକାରୀ ହୋଇ ପାରି ନାହିଁ, ଯାହାର ଫଳସ୍ୱରୂପ ଆଜି ଏପରି ଏକ ଅଭାବନୀୟ ଘଟଣା ଘଟିଛି । ଆଜି ସଂଧ୍ୟା ପ୍ରାୟ ୮ ଟା ସମୟରେ ବଲାଙ୍ଗୀର ଆର୍‌ଟିଓ ଅଫିସ ନିକଟସ୍ଥ ସ୍ମଶାନ ଘାଟ ନିକଟର ବ୍ରିଜ ଉଉରେ କିଛି ଗାଈଗୋରୁ ଶୋଇଥିବା ବେଳେ ବଲାଙ୍ଗୀର ପଟୁ ଦୃତ ଗତିରେ ଯାଉଥିବା ଏକ ବାଇକ୍ ଚାଳକ ହଠାତ୍ ଏହି ଗାଈମାନଙ୍କ ଉପରେ ମାଡି ଯାଇଥିଲେ । ବାଇକ୍ ଧକ୍କାରେ ଗୋଟିଏ ଗାଈ ମୁର୍ମୁଷ ଅବସ୍ଥାରେ ପଡିଥିବା ବେଳେ ବାଇକ୍ ଚଳକ ମଧ୍ୟ ଗୁରୁତର ଆହାତ ହୋଇ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜରେ ଭର୍ତ୍ତି ହୋଇଛନ୍ତି । ବଲାଙ୍ଗୀର ର ଏକ ଲୁହା ଦୋକାନରେ କାମ କରୁଥିବା ଏହି ବାଇକ୍ ଚାଳକ ଙ୍କ ନାମ ସୁମନ୍ତ ନନ୍ଦ(୨୬) ଓ ସେ ବଲାଙ୍ଗୀର ସଦର ବ୍ଲକ କୁଡାସିଂହା ଗାଁ ର ବାସୀନ୍ଦା ବୋଲି ଜଣାପଡିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026

You Might Also Like