-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||     

HOME   ଜିଲ୍ଲା

ରାଜ୍ୟସଭା ସାଂସଦଙ୍କ ହସ୍ତକ୍ଷେପ ପରେ ପାଟଣାଗଡ଼ ଓ ଘସିଏନ ରେ ଡାକ୍ତର ନିଯୁକ୍ତି

13-Sep-2022



ପାଟଣାଗଡ଼(ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଡାକ୍ତରଖାନାକୁ ପାଟଣାଗଡ଼ ଉପଖଣ୍ଡ ତଥା ପଡ଼ୋଶୀ ଜିଲ୍ଲାରୁ ମଧ୍ୟ ରୋଗୀ ମାନେ ଆସି ଚିକିତ୍ସିତ ହେଉଛନ୍ତି କିନ୍ତୁ ଏଠାରେ ବିଭିନ୍ନ ସମସ୍ୟା ସହ ଡାକ୍ତର ସମସ୍ୟା ମଧ୍ୟ ନଜିର ରହିଛି । ସ୍ୱାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେଇ ବିଗତ ତା.୨୨.୦୮.୨୨ ରେ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ରାଜ୍ୟସଭା ସାଂସଦ  ନିରଞ୍ଜନ ବିଶି ପାଟଣାଗଡ଼ ଡ଼ାକ୍ତରଖାନାକୁ ଅଚାନକ ପରିଦର୍ଶନ କରିଥିଲେ ଓ ପରେ ଗତ ତା.୨୭.୦୯.୨୨ ରେ

ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ମଧ୍ୟ ଅଚାନକ ପରିଦର୍ଶନ ରେ ଯାଇଥିଲେ ଓ ଡ଼ାକ୍ତରଖାନାର କୁତ୍ରିମ ଅବହେଳା ଦେଖି କ୍ଷୋଭ ପ୍ରକାଶ ସହ ଡାକ୍ତର ମାନଙ୍କୁ ତାଗିତ କରିଥିଲେ ।ରୋଗୀ ମାନଙ୍କ ସହିତ ଡାକ୍ତରଖାନାରେ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ପଚାରି ବୁଝିଥିଲେ । ରୋଗୀ ମାନଙ୍କ  ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ । ରୋଗୀ ଓ ରୋଗୀ ପରିଜନ ମାନେ ଡ଼ାକ୍ତରଖାନା ବିଭିନ୍ନ ସମସ୍ୟା ସମ୍ପର୍କରେ ସାଂସଦ ଙ୍କୁ ଅବଗତ କରାଇଥିଲେ । ଡାକ୍ତରଖାନା ରେ ଡାକ୍ତର ନିଯୁକ୍ତି କରିବା ପାଇଁ ଅନୁରୋଧ କରିଥିଲେ ।

ଜନସାଧାରଣଙ୍କ ସ୍ୱାସ୍ଥ୍ୟ ଗତ ସମସ୍ୟାକୁ ଗୁରୁତ୍ୱ ଦେଇ ତାର ସମାଧାନ ପାଇଁ ସାଂସଦ ସ୍ୱସ୍ଥ୍ୟ ମନ୍ତ୍ର ନବକିଶୋର ଦାସ ଙ୍କୁ ଚିଠି ଲେଖି ଡ଼ାକ୍ତରଖାନାର ଡାକ୍ତର ନିଯୁକ୍ତି ତଥା ଲାଗି ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ । ସାଂସଦଙ୍କ ଅନୁରୋଧକୁ ରକ୍ଷା କରି ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପତ୍ର ସଂଖ୍ୟା-୨୦୦୩୪ ତା.୧୨.୦୯.୨୨ ଅନୁସାରେ ପାଟଣାଗଡ଼ ଡ଼ାକ୍ତରଖାନାରେ ଚକ୍ଷୁ ବିଶେଷଜ୍ଞ ଶ୍ରୀ ଜୟନ୍ତ ସେଠ ଙ୍କୁ ଓ ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଶିଶୁ ରୋଗ ବିଶେଷଜ୍ଞ ବିଚିତ୍ରାନନ୍ଦ ସା ଙ୍କୁ ନିଯୁକ୍ତି ଦିଆଯାଇଛି । ଉଭୟ ଡ଼ାକ୍ତରଖାନାରେ ଡାକ୍ତର ନିଯୁକ୍ତି ହୋଇଥିବାରୁ ଜନସାଧାରଣ ସାଂସଦଙ୍କୁ କୃତଜ୍ଞତା ଜଣେଇବା ସହ ଏହି ମହତ ଉଦ୍ୟମକୁ ଅଞ୍ଚଳରେ ଭୁରି ଭୁରି ପ୍ରଶଂସା କରୁଛନ୍ତି ଓ ଅଞ୍ଚଳରେ ଖୁସିରେ ଲହରୀ ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026

You Might Also Like