-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଜେଏସ୍‌ଏମ୍ କମର୍ସ କଲେଜରେ ଗ୍ରାଜୁଏସନ୍ ଡେ ପାଳିତ 

14-Sep-2022



ଆଜି ବଲାଙ୍ଗୀର ଜେଏସ୍‌ଏମ୍ କମର୍ସ କଲେଜରେ ଗ୍ରାଜୁଏସନ୍ ପାସ୍‌ଆଉଟ୍ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଗ୍ରାଜୁଏସନ୍ ଡେ ପାଳନ କରାଯାଇଥିଲା । କଲେଜ ପରିସରରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କନଭୋକେସନ୍ ଡେ ପାଳନ ଅବସରରେ  ୨ଠ୨୨ ରେ ଗ୍ରାଜୁଏସନ ପାସ୍‌ଆଉଟ୍ ଛାତ୍ରଛାତ୍ରୀ ମାନଙ୍କୁ କଲେଜ ପକ୍ଷରୁ ସାର୍ଟିଫିକେଟ ଓ ଟ୍ରଫି ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିସହ + ୨ ପାସ ଆଉଟ୍ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ ସ୍ୱତନ୍ତ୍ରଭାବେ  ସମ୍ମାନିତ କରାଯାଇଥିଲା । କଲେଜର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶକ ସି.ଏ ଶ୍ରୀାନ୍ତ ଶର୍ମା ଙ୍କ ପୌରହିତ୍ୟରେ ଆନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଓ ସମ୍ମାନିତ ଅତିଥି ଭାବରେ ବଲାଙ୍ଗୀର ନାଗରିକ କମିଟିର ସାଧାରଣ ସଂପାଦକ ମନୋରଂଜନ ସାହୁ ଯୋଗ ଦେଇ + ୨ ଓ ଗ୍ରାଜୁଏସନ୍‌ରେ ସଫଳତାର ସହ ଉର୍ତ୍ତୀର୍ଣ୍ଣ ହୋଇଥିବା ଶିକ୍ଷାର୍ଥୀ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଗ୍ରାଜୁଏସନ୍ ରେ ୧୭ ଜଣ ଓ + ୨ ରେ ୩ଠ ଜଣ ଛାତ୍ରଛତ୍ରୀଙ୍କୁ  ସମ୍ମାନିତ କରାଯାଇଥିଲା । ଏହି ଉତ୍ସବରେ କଲେଜର ସମସ୍ତ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକା ମାନେ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like