-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||     

HOME   ଜିଲ୍ଲା

ତ୍ରୈମାସିକ ସାମାଜିକ ପତ୍ରିକା ‘ସୁଭାଷଚିନ୍ତନ’ର ତୃତୀୟ ସଂସ୍କରଣ ଉନ୍ମୋଚିତ

14-Sep-2022



ବଲାଙ୍ଗୀର,  ସାମାଜିକ ଅନୁଷ୍ଠାନ ନେତାଜୀ ସଂଗ୍ରାମୀ ପରିଷଦର ମୁଖପତ୍ର ସୁଭାଷ ଚିନ୍ତନର ତୃତୀୟ ସଂସ୍କରଣ  ମାଁ ସମଲେଶ୍ୱରୀ  ମନ୍ଦିରରେ ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ମାଁ ସମଲେଶ୍ୱରୀଙ୍କ ପୀଠରେ ଧୂପଦୀପ ନୈବେଦ୍ୟ ସହ ପୁସ୍ତକ ର ତୃତୀୟ ସଂଖ୍ୟା ସମର୍ପିତ କରାଯାଇଛି ।  ପରିଷଦର ଆବାହକ ବୀରେନ୍ଦ୍ର  ବନଛୋର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସାରସ୍ୱତ ସମାରୋହରେ ପତ୍ରିକାର ବିଭିନ୍ନ ଆଲେଖ୍ୟ ବିଷୟରେ ଆଲୋକପାତ କରାଯାଇଥିଲା । ନେତାଜୀଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ବଲାଙ୍ଗୀର ବିକାଶ ଭିତ୍ତିକ ସ୍ମରଣିକା ର ବିଭିନ୍ନ ଦିଗ ପ୍ରତି ପର୍ଯ୍ୟାଲୋଚନା ହୋଇଥିଲା । ଏହି ସମାରୋହରେ ଆଇନଜୀବୀ ଜୟକୃଷ୍ଣ ସାହୁ, ପ୍ରିୟରଂଜନ ବହିଦାର, ଓମ୍‌କାର ନାୟକ,ନିମାଇଁଚରଣ ପାଣିଗ୍ରାହୀ, ରାଜକିଶୋର ଦାଶ, ପଦ୍ମଚରଣ ଆଚାର୍ଯ୍ୟ, ଗୋପାଲଜୀ ପାଣିଗ୍ରାହୀ, କୁନୁ ପଣ୍ଡା, ଶଶୀଭୂଷଣ ପୁରୋହିତ, ଗୋପାଳ ହୋତା, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ପତ୍ରିକାର ସଂପାଦକ ଲକ୍ଷ୍ମୀନାରାୟଣ ପଟ୍ଟନାୟକ,ରାଜୀବ ଷଡଙ୍ଗୀ, ମୁରଲିଧାରୀ ପତି,  ସତ୍ୟଜିତ ବାବୁ, ପ୍ରଦୀପ ଭୋଇ, ମୋହନ ପଣ୍ଡା, ରଘୁ ନନ୍ଦନ ସିଂହ, ସୟେଦ ଅଫତାବ ହୁସେନ, ଐଶ୍ୱର୍ଯ୍ୟା ଦାଶ, ନରେନ୍ଦ୍ର ଆଚାର୍ଯ୍ୟ, ଅସୀମ ଭୋଇ, ରାଜୀବ ବେହେରା, କମଳ ଚକ୍ରବର୍ତ୍ତୀ, ସଂଜୟ ଭୋଇ, ବ୍ରଜବନ୍ଧୁ ସାଏ, ସମଲେଶ୍ୱରୀ ପ୍ରିଣ୍ଟରସ୍ ର ସତ୍ତ୍ୱାଧିକାରୀ ମନୋଜ କେଜ୍ରିୱାଲ, ତାଙ୍କ ଧର୍ମପତ୍ନୀ ରେଣୁ କେଜ୍ରିୱାଲ, ସମଲେଶ୍ୱରୀ ମନ୍ଦିରର ପୂଜକ ମହେନ୍ଦ୍ର ଦିଶ୍ରୀ ତଥା ସହରର ବହୁ ବୁଦ୍ଧିଜୀବ ଓ ସାହିତ୍ୟପ୍ରେମୀ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ପତ୍ରିକାର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ । ଆଗାମୀ ଦିନରେ ଏହି ପତ୍ରିକା ବଲାଙ୍ଗୀର ଜିଲ୍ଲା ର ବିକାଶ କ୍ଷେତ୍ରରେ ଏକ ଆଲୋକବର୍ତ୍ତିକା ହେବ ବୋଲି ଅତିଥି ସମୂହ ମତବ୍ୟକ୍ତ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026

You Might Also Like