-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||     

HOME   ଜିଲ୍ଲା

ମା ମାହେଶ୍ୱରୀ ସଂଗଠନ ତରଫରୁ ଛେଳିଆ ପର୍ବତ ଆରୋହଣ

15-Sep-2022



ଲୋଇସିଂହା/ଆଗଲପୁର (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଠାରେ ମା ମାହେଶ୍ୱରୀ ସଂଗଠନ ତରଫରୁ ଚ୍ଛେଲିଆ ପର୍ବତ ଆରୋହଣ କରିଥିଲେ l ଉକ୍ତ ସଂଗଠନର ପ୍ରତିଷ୍ଠାତା ବିଚିତ୍ରାନନ୍ଦ ପାତ୍ରଙ୍କ ନେତୃତ୍ୱରେ ଶତାଧିକ ଯୁବ ଶକ୍ତି ପର୍ବତ ଆରୋହଣ କାର୍ଯକ୍ରମରେ ଯୋଗ ଦେଇଥିଲେ l ଏହି ଯୁବ ଶକ୍ତି ଅଞ୍ଚଳର ମୁଖ୍ୟ ପର୍ବତକୁ ଦୀର୍ଘ ୫/୬ ଘଣ୍ଟା ମଧ୍ୟରେ ଆରୋହଣ କରି ପୁଣି ପାଦ ଦେଶରେ ପହଞ୍ଚିଥିଲେ ଓ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ପର୍ବତ ନୁନିଆପାଲି , ଝରଣିପାଲି ,ବଡଟିକା ର ମଧ୍ୟ ଭାଗରେ ରହିଅଛି l ଏହାକୁ ସରକାର ଏକ ପର୍ଯଟନ ସ୍ଥଳ ଭାବେ ଘୋଷିତ କରି ବିଭିନ୍ନ ମନ୍ଦିର ତଥା ଚ୍ଛେଳିଆ ପାହାଡ଼ ର ନାମରେ ଏକ ପ୍ରତ୍ୟକ୍ଷ ଦେବୀ ପୂଜା ପାଇଥାଏ ତେଣୁ ବହୁ ପର୍ଯ୍ୟଟକ ମାନେ ଆସି ଭୋଜି, ସଂସ୍କୃତିକୁ କାର୍ଯକ୍ରମ ମଧ୍ୟ କରି ଥାଆନ୍ତି ।ଏହି ସ୍ଥାନରେ ଝର ନିପାଲି ଗ୍ରାମ ପଞ୍ଚାୟତ ତରଫରୁ ମନ୍ଦିର, ଆଶ୍ରୟ ସ୍ଥଳୀ ନିର୍ମାଣ କରିଛନ୍ତି l ସରକାର ଏଥିପ୍ରତି ଦୃଷ୍ଟିଦେଇ ଏହାର ଉନ୍ନତି ପାଇଁ ପଦକ୍ଷେପ ନେବାକୁ ଦାବିହୁଏ l

ଏଠାରେ ମା ମାହେଶ୍ୱରୀ ସଂଗଠନ ର ସଭ୍ୟମାନେ ଏକତ୍ରିତ ହୋଇ ସଂଗଠନକୁ ସୁଦୃଢ, ଶଶକ୍ତିକରଣ କରିବେ ବୋଲି ନିଜ ନିଜ ମତାମତ ରଖିଥିଲେ । ବୈଠକ ଶେଷ ହୋଇ ଏକ ଭୋଜିର ଆୟୋଜନ କରାଯାଇଥିଲା l ସଂଗଠନ ର ପ୍ରତିଷ୍ଠାତା ଵିଚିତ୍ରାନନ୍ଦ ପାତ୍ର, କରୁଣା କର ପାତ୍ର, ଅନ୍ତର୍ଯ୍ୟାମୀ ଭୋଇ, ପ୍ରେମାନନ୍ଦ ପଧାନ ,ସମୀର ସିଂଦେଓ ,ଭଜମନ ସାହୁ ,ପ୍ରିତମ ସାହୁ ,ଭଞ୍ଜନ ପାତ୍ର ,ସନ୍ୟାସୀ ମେହେର, ରବି ମେହେର ,ଦିଲ ବାରିକ , ପପୁଲୁ ,ବିଶ୍ଵନାଥ ନାୟକ ,ସଞ୍ଜୟ ମେହେର ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026

You Might Also Like