-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

କୋକଡୁଙ୍ଗରି ଠାରେ ପଞ୍ଚସଖା ସତସଙ୍ଗ କମିଟି ର ନୂତନ କର୍ମକର୍ତ୍ତାଚୟନ 

15-Sep-2022



ମୁରିବାହାଲ, ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ଡଙ୍ଗରପଡା ନିକଟସ୍ଥ  କୋକଡୁଙ୍ଗରି ଠାରେ ବୁଧବାର ଦିନ ପଞ୍ଚସଖା ସତସଙ୍ଗ କମିଟି ର ନୂତନ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ସହ ଗିରି ଗୋବର୍ଦ୍ଧନ ପୂଜା ପାଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମ ରେ ପଞ୍ଚସଖା ସତସଙ୍ଗ କମିଟି ର ପ୍ରତିଷ୍ଠାତା ସତ୍ୟନାରାୟଣ ଭୋଇ ଓ ଚମ୍ପେସ୍ୱର ନାଗ ଙ୍କ ବିୟୋଗ ରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଚଉଷଠି ଯୋଗିନୀ ସାହିତ୍ୟ କଳା ପରିଷଦ ର ସଭାପତି ଡଃ ନାରାୟଣ ମିଶ୍ର ଯୋଗ ଦେଇଥିଲେ । ପରେ ନୂତନ କମିଟି ଗଠନ କରାଯାଇଥିଲା । ଏଥିରେ ସଭାପତି ଭାବେ ବଳିୟାର ମାଝୀ,ଉପସଭାପତି ଭାବେ ଶଙ୍କର ତାଣ୍ଡି, ସମ୍ପାଦକ ମାଲିକ ମହାକୁର ,ସହ ସମ୍ପାଦକ କପିଳାସ ଭୋଇ ,କୋଷାଧ୍ୟକ୍ଷ ଭାବେ ମହାଦେବ ଟାହାଣି,ସଂଯୋଜକ ଦେବରାଜ ଲୁହା ,ମିଡିଆ ସେଲ  ଯୁଧିଷ୍ଠିର ପୁଟେଲ ଉପଦେଷ୍ଟା ମଣ୍ଡଳୀ ରେ  ଦିଗସନ ଭୋଇ, ପୁରୁଷୋତ୍ତମ ଟାହାଣୀ,ପଦମ ପୁଟେଲ ,କାର୍ଯ୍ୟକାରୀ ସଦସ୍ୟ ପୂର୍ଣ୍ଣ ଟାହାଣୀ,ସୁରେଶ ଭୋଇ, ତେଜୁରାମ ବାଗ,ରାୟଧର ମହାକୁର, ଶରତ ଚନ୍ଦ୍ର ଅମାତ, ମୋହନ ଗହୀର,ନାରାୟଣ ନାଗ,ପ୍ରସାଦ ଭୋଇ,ନରେନ୍ଦ୍ର ଯାନୀ  ପ୍ରମୁଖ ଙ୍କୁ ମନୋନୀତ କରାଯାଇଥିଲା । ଆସନ୍ତା  ନଭେମ୍ବର ୨୬ ତାରିଖ ରେ ଗିରି ଗୋବର୍ଦ୍ଧନ ପୂଜା ପାଇଁ ମହାସମରୋହ ରେ ଆୟୋଜନ ପାଇଁ ବୈଠକ ରେ ନିଷ୍ପତ୍ତି ନିଆଯାଇଛି । ଏଥିରେ ସଦସ୍ୟ ବ୍ରାହ୍ମଣ ତାଣ୍ଡି,ଆନନ୍ଦ ଯାନୀ, କବିରାଜ ଖମାରି,ନୃପ ଯାନୀ, ରଥ ଭୋଇ,ପ୍ରମୁଖ ଙ୍କ ସହ ବହୁ ସଦସ୍ୟ ମାନେ ସାମିଲ ହୋଇଥିଲେ । (ଫାଟୋ ସହ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like