-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ମା ଛେଲିଆପାଟ ସେବା ସଂଗଠନ ତରଫରୁ ଛେଳିଆ ପର୍ବତ ଆରୋହଣ        

15-Sep-2022



ଲୋଇସିଂହା/ଆଗଲପୁର (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଠାରେ ମା ଛେଲିଆପାଟ seba ସଂଗଠନ ତରଫରୁ ଚ୍ଛେଲିଆ ପର୍ବତ ଆରୋହଣ କରିଥିଲେ l ଉକ୍ତ ସଂଗଠନର ପ୍ରତିଷ୍ଠାତା ବିଚିତ୍ରାନନ୍ଦ ପାତ୍ରଙ୍କ ନେତୃତ୍ୱରେ ଶତାଧିକ ଯୁବ ଶକ୍ତି ପର୍ବତ ଆରୋହଣ କାର୍ଯକ୍ରମରେ ଯୋଗ ଦେଇଥିଲେ l ଏହି ଯୁବ ଶକ୍ତି ଅଞ୍ଚଳର ମୁଖ୍ୟ ପର୍ବତକୁ ଦୀର୍ଘ ୫/୬ ଘଣ୍ଟା ମଧ୍ୟରେ ଆରୋହଣ କରି ପୁଣି ପାଦ ଦେଶରେ ପହଞ୍ଚିଥିଲେ ଓ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ପର୍ବତ ନୁନିଆପାଲି , ଝରଣିପାଲି ,ବଡଟିକା ର ମଧ୍ୟ ଭାଗରେ ରହିଅଛି l ଏହାକୁ ସରକାର ଏକ ପର୍ଯଟନ ସ୍ଥଳ ଭାବେ ଘୋଷିତ କରି ବିଭିନ୍ନ ମନ୍ଦିର ତଥା ଚ୍ଛେଳିଆ ପାହାଡ଼ ର ନାମରେ ଏକ ପ୍ରତ୍ୟକ୍ଷ ଦେବୀ ପୂଜା ପାଇଥାଏ ତେଣୁ ବହୁ ପର୍ଯ୍ୟଟକ ମାନେ ଆସି ଭୋଜି, ସଂସ୍କୃତିକୁ କାର୍ଯକ୍ରମ ମଧ୍ୟ କରି ଥାଆନ୍ତି ।ଏହି ସ୍ଥାନରେ ଝର ନିପାଲି ଗ୍ରାମ ପଞ୍ଚାୟତ ତରଫରୁ ମନ୍ଦିର, ଆଶ୍ରୟ ସ୍ଥଳୀ ନିର୍ମାଣ କରିଛନ୍ତି l ସରକାର ଏଥିପ୍ରତି ଦୃଷ୍ଟିଦେଇ ଏହାର ଉନ୍ନତି ପାଇଁ ପଦକ୍ଷେପ ନେବାକୁ ଦାବିହୁଏ l

ଏଠାରେ ମା ମାହେଶ୍ୱରୀ ସଂଗଠନ ର ସଭ୍ୟମାନେ ଏକତ୍ରିତ ହୋଇ ସଂଗଠନକୁ ସୁଦୃଢ, ଶଶକ୍ତିକରଣ କରିବେ ବୋଲି ନିଜ ନିଜ ମତାମତ ରଖିଥିଲେ । ବୈଠକ ଶେଷ ହୋଇ ଏକ ଭୋଜିର ଆୟୋଜନ କରାଯାଇଥିଲା l ସଂଗଠନ ର ପ୍ରତିଷ୍ଠାତା ଵିଚିତ୍ରାନନ୍ଦ ପାତ୍ର, କରୁଣା କର ପାତ୍ର, ଅନ୍ତର୍ଯ୍ୟାମୀ ଭୋଇ, ପ୍ରେମାନନ୍ଦ ପଧାନ ,ସମୀର ସିଂଦେଓ ,ଭଜମନ ସାହୁ ,ପ୍ରିତମ ସାହୁ ,ଭଞ୍ଜନ ପାତ୍ର ,ସନ୍ୟାସୀ ମେହେର, ରବି ମେହେର ,ଦିଲ ବାରିକ , ପପୁଲୁ ,ବିଶ୍ଵନାଥ ନାୟକ ,ସଞ୍ଜୟ ମେହେର ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like