-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜେ .ଏସ. ଏମ ବାଣିଜ୍ୟ ମହାବିଦ୍ୟାଳୟ ରେ ୨ୟ ଗ୍ରାଜୁଏସନ ସେରିମୋନି

15-Sep-2022



ବଲାଙ୍ଗିର :ସ୍ଥାନୀୟ ପି.ପି. ଏକାଡେମୀ ଠାରେ ଆଜି ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଜେ.ଏସ.ଏମ ବାଣିଜ୍ୟ ମହାବିଦ୍ୟାଳୟର ୨୦୧୯-୨୨  ଶିକ୍ଷା ବର୍ଷର +୩ ଛାତ୍ରଛାତ୍ରୀ ମାନଙ୍କ ଗ୍ରାଜୁଏସନ୍ ସେରିମୋନି ମହାବିଦ୍ୟାଳୟର ଅଧ୍ୟକ୍ଷ

ସି.ଏ ଶ୍ରୀକାନ୍ତ ଶର୍ମା, ପ୍ରଧାନ ପିତବାସ ପଣ୍ଡା, ବିଭାଗର ମୁଖ୍ୟ ଚେତନା ଅଗ୍ରୱାଲଙ୍କ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି  ଶ୍ରୀଯୁକ୍ତ ନରସିଂହ ମିଶ୍ର (ମାନ୍ୟବର ବିଧାୟକ ବଲାଙ୍ଗିର)  ଓ  ଅତିଥି ଶ୍ରୀ ମନରଞ୍ଜନ୍ ସାହୁ ପୁଣି ଅତିଥି ଶ୍ରୀ ଶିବ ନନ୍ଦ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ ଛାତ୍ରଛାତ୍ରୀ ମାନଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ ।  ସମ୍ବଲପୁର ବିଶ୍ୱବିଦ୍ୟାଳୟ କଲେଜ ମାନଙ୍କ ମଧ୍ୟରୁ ଜେ .ଏସ. ଏମ

ବାଣିଜ୍ୟ ମହାବିଦ୍ୟାଳୟର କୁମାରୀ  ଅଙ୍କିତା ପ୍ରଧାନ ଷଷ୍ଠ ସ୍ଥାନ  ସହିତ କଲେଜ ଟପର ହୋଇଛନ୍ତି  ପୁଣି   କୁମାରୀ ମହକ ଗର୍କ ଦଶମ ସ୍ଥାନ ଅଧିକାର କରିଛନ୍ତି    ।  ୨୦୨୦-୨୨ ଶିକ୍ଷା ବର୍ଷର +୨ ଛାତ୍ରଛାତ୍ରୀ ମାନେ ତାଙ୍କରି ବାର୍ଷିକ ପରିକ୍ଷାରେ ଉତିନ୍ନ ହେଇଥିବାରୁ ସେମାନଙ୍କୁ ମଧ୍ୟ ଶୁବେଛା ପ୍ରଦାନ କରାଯାଇଥିଲା  ୤ ଏହା ବ୍ୟତୀତ ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ଅଧ୍ୟାପକ ଅଧ୍ୟାପିକା ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like