-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବିଜେପୁର ଠାରେ ଜନ ଆରୋଗ୍ୟ ସମିତି ର ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ

15-Sep-2022



ବରଗଡ:-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ସମ୍ମିଳନୀ କକ୍ଷ ଠାରେ ଗୋଷ୍ଠୀ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୁଶାନ୍ତ ମେହେର ଙ୍କ ସଭାପତିତ୍ୱରେ ଜନ ଆରୋଗ୍ୟ ସମିତିର ପ୍ରଶିକ୍ଷଣ ଶିବିର ଦିର୍ଘ ୨ ଦିନଧରି ଅନୁଷ୍ଠିତ ହୋଇଯାଇଛି ।ପ୍ରାରମ୍ଭେ ତା ୧୨.୦୯.୨୦୨୨ ସୋମବାର ଦିନ ଡାକ୍ତର ମେହେର ଙ୍କ ସ୍ୱାଗତ ଭାଷଣ ପରେ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଥିଲା ।ପ୍ରଥମ ପର୍ଯ୍ୟାୟ ତା ୧୨.୦୯.୨୦୨୨ରିଖ ସୋମବାର  ଏବଂ ତା ୧୩.୦୯.୨୦୨୨ରିଖ ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ବେଳେ,ଦ୍ୱିତୀୟ ପର୍ଯ୍ୟାୟ ୧୪.୦୯.୨୦୨୨ ବୁଧବାର ଏବଂ ତା ୧୫.୦୯.୨୦୨୨ରିଖ ଗୁରୁବାର ଦିର୍ଘ ଦୁଇଦିନ ବ୍ୟାପି ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ତାଲିମ କେନ୍ଦ୍ରରେ ୧୪ ଟି ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ଏବଂ ସ୍ୱାସ୍ଥ୍ୟ ଉପକେନ୍ଦ୍ର ର ସର୍ବମୋଟ ୯୮ଜଣ ପ୍ରଶିକ୍ଷଣ ରେ ଭାଗ ନେଇଥିଲେ ।ପ୍ରଶିକ୍ଷଣ ରେ ଭାଗ ନେଉଥିବା ବ୍ୟକ୍ତି ମାନଙ୍କ ମଧ୍ୟରେ ସରପଞ୍ଚ,ୱାର୍ଡ ମେମ୍ବର,ସି.ଏଚ.ଓ,ବହୁମୂଖି ସ୍ୱାସ୍ଥ୍ୟକର୍ମୀ,ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ର ସଭାପତି,ଗ୍ରାମପଞ୍ଚାୟ ସ୍ତରୀୟ ଫେଡେରେସନ୍  ର ସଭାପତି,ସ୍କୁଲ ହେଲଥ୍ ଅମ୍ବାସେଟର ଆଦି କୁ ନେଇ ଏଇ କର୍ମଶାଳା ଅନୁଷ୍ଠିତ ହୋଇଥିଲା ।ଏହାର ଉଦ୍ଦେଶ୍ୟ-ସ୍ୱାସ୍ଥ୍ୟ ଉପକେନ୍ଦ୍ର-ଜନ ଆରୋଗ୍ୟ ସମିତି ମାନଙ୍କରେ ଗଠନ ଓ ସଂରଚନା,ତାର ଉଦ୍ଦେଶ୍ୟ,ଗୁଣାତ୍ମକ ସ୍ୱାସ୍ଥ୍ୟସେବା,ସ୍ୱାସ୍ଥ୍ୟ ପ୍ରୋତ୍ସୋହନ,ଅଭିଯୋଗ ଶୁଣାଣି ଓ

ଦାୟିତ୍ୱବୋଧତା ରେ ସମିତିର ସଭ୍ୟସଭ୍ୟା ମାନଙ୍କର ଭୂମିକା ଏବଂ ଦାୟିତ୍ଵ ବିଷୟରେ ବିଶଦ ଭାବେ ପ୍ରଶିକ୍ଷଣ ର ମୂଳ ଉଦ୍ଦେଶ୍ୟ ଥିଲା ।ଏହି ପ୍ରଶିକ୍ଷଣ ଶିବିର ରେ ଜନ ସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ସୁଦାମ ଚରଣ ପାଣିଗ୍ରାହୀ,ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳକ(ବି.ପି.ଏମ) ସୁବାଷ ନନ୍ଦ,ନିଳକଣ୍ଠ ସାମନ୍ତ,ଗୋଷ୍ଠୀ ତଥ୍ୟ ପରିଚାଳକ(ବି.ଡି.ଏମ) ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।ଶେଷରେ ବିପିଏମ ସୁବାଷ ନନ୍ଦ ଧନ୍ୟବାଦ ଅର୍ପଣ ପରେ ପ୍ରଶିକ୍ଷଣ ଶିବିର ସମାପନ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like