-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବିଭିନ୍ନ ସମସ୍ୟା ସମ୍ପର୍କରେ ବିଡ଼ିଓ ଙ୍କ ସହିତ ଆଲୋଚନା କଲେ ଆମ ଆଦମୀ ପାର୍ଟି

15-Sep-2022



ଆମ୍ ଆଦମୀ ପାର୍ଟି ଜିଲ୍ଲା ଆବାହକ ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଶ୍ରୀ ଆଶିଷ ପାଣ୍ଡେ ଙ୍କ ନେତୃତ୍ୱ ରେ ଆଜି ଦେଓଗାଁ ବ୍ଲକ ର ଅନେକ ଦାବୀ ପ୍ରସଙ୍ଗ କୁ ନେଇ ବିଡ଼ିଓ ଙ୍କ ସହିତ ଆଲୋଚନା କରିଥିଲେ। ଯାହାକି ପ୍ରଧାନ ମାନ୍ତ୍ରି ଆବାସ ହେଉ କିମ୍ବା ବିଜୁ ପକ୍କା ଘର ହେଉ ଏ ଉପରେ ଲୋକଙ୍କୁ ମିଳିବାରେ ଅନିୟମିତତା ହେଉଛି । ଯୋଗ୍ୟ ହିତାଧିକାରୀ  ମାନେ ଦୀର୍ଘ ଦିନଧରି  ପାଉନଥିବା ବେଳେ ଅଯୋଗ୍ୟ ହିତାଧୀକାରୀ ଆବାସ ଗୃହ ହାତେଇଛନ୍ତି ।  ଅନ୍ୟପଟେ ଭତ୍ତା ପାଉଥିବା

ବ୍ୟକ୍ତି ଠିକ୍ ସମୟରେ ଭତ୍ତା ପାଉ ନାହାଁନ୍ତି । ଏବଂ ଯେଉଁ ବୃଦ୍ଧ ବ୍ୟକ୍ତି ଭତ୍ତା ପାଉଛନ୍ତି ସେମାନେ ବ୍ୟାଙ୍କ୍ ମାଧ୍ୟମ ରେ ପାଉଥିବା ବେଳେ ବ୍ୟାଙ୍କ ଙ୍କୁ ଯାଇ ଭତ୍ତା ଉଠାଇବାକୁ ଭାରି କଷ୍ଟସାଧ୍ୟ ହେଉଛି ।ତେଣୁ ବାର୍ଦ୍ଧକ୍ୟ ଭତ୍ତା ସ୍ୱହସ୍ତ ରେ ଦେଲେ ସେମାନେ ଉପକୃତ ହେବେ ଏବଂ କିଛି  ଭତ୍ତା ପାଇବା ଯୋଗ୍ୟ ବ୍ୟକ୍ତି ମଧ୍ଯ ଭତ୍ତା ନପାଇ ବର୍ଷ ବର୍ଷ ଧରି ଅପେକ୍ଷା କରୁଛନ୍ତି । ଟାର୍ଗେଟ ଅଭାବ ରୁ ଭତ୍ତା ପାଇବାରୁ ଲୋକେ ବଞ୍ଚିତ ହେଉଛନ୍ତି ବୋଲି ସରକାରୀ ଅଧିକାରୀ ମାନେ ମନ୍ତବ୍ୟ ଦେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଭତ୍ତା ଟାର୍ଗେଟ ବଢ଼ାଇବା ସହ ଯୋଗ୍ୟ  ହିତାଧିକାରୀ ଙ୍କୁ ଭତ୍ତା ଦିଆଯାଉ ବୋଲି ଆଦମୀ ପାର୍ଟି ଦାବି କରୁଛି । ଏସବୁ କୁ ଯଥାଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ଶ୍ରୀ ଆଶିଷ ପାଣ୍ଡେ ଦେଓଗାଁ ବିଡ଼ିଓ ଶ୍ରୀ ଭୋଇ ଙ୍କୁ  ଜଣାଇଥିଲେ। ଏସବୁ ସମସ୍ୟାର ସମାଧାନ ଯଥାଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଡ଼ିଓ ଙ୍କ ଜରିଆ ରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବୀପତ୍ର ଦେଇଥିଲେ  । ଏହି ଅଭିଯୋଗ ପତ୍ର ପାଇବାପରେ ଆପଣଙ୍କର ଦାବୀପତ୍ର ମୁଖ୍ୟମନ୍ତ୍ରୀ ଙ୍କ ନିକଟ କୁ ପଠାଇ କାର୍ଯ୍ୟକାରୀ କରିବା ପାଇଁ କୁହାଯିବ ବୋଲି ବିଡ଼ିଓ ବୋଲି ପ୍ରତି ଶୃତି ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ଆପ୍ ନେତା ଅମନ୍ ମହାପାତ୍ର, ଆପ ର ବରିଷ୍ଟ ନେତା ଛାଲୁ ଷଣ୍ଢ, ରାଧେ ସାହୁ, ବିର୍ବଲ୍ ଶା ଙ୍କ  ଅନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିବା ବେଳେ  ଭତ୍ତା ଓ ଘର  ପାଇନଥିବା ଯୋଗ୍ୟ ହିତାଧିକାରୀ ମାନେ ଉପସ୍ଥିତ ଥିଲେ।

(ପୂର୍ଣ୍ଣ ଶଶୀ ଶେଖର ରାଓ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like