-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ହତ୍ୟାକାରୀ ଙ୍କୁ ଆଜୀବନ କାରାବାସ ଓ ୫୦ ହଜାର ଟଙ୍କା ଅର୍ଥ ଦଣ୍ଡ।

15-Sep-2022



ନାକଟିଦେଉଳ(କନ୍ଦର୍ପ ବେହେରା) ସମ୍ବଲପୁର ଜିଲ୍ଲା ରେଢ଼ାଖୋଲର ସ୍ଥାନୀୟ ସିଭିଲ କୋର୍ଟର ଜଣେ ହତ୍ୟାକାରୀ ଙ୍କୁ ଆଜୀବନ କାରାବାସ ସହିତ ୫୦ ହଜାର ଟଙ୍କା ଅର୍ଥ ଦଣ୍ଡ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶୁଣାଣୀ କରିଛନ୍ତି। ସୂଚନା ଯୋଗ୍ୟ ଯେ ୨୦୨୦ ମସିହାରେ କିସିଣ୍ଡା ଥାନା କେଶ ନଂ ୨୨/୨୦ ରେ ଖଣ୍ଡିବାହାଳ ଗ୍ରାମର ଗୌତମ ମାଝି (୪୦) ହତ୍ୟା ଅଭିଯୋଗରେ ଗିରଫ ହୋଇଥିଲେ। ଗୌତମଙ୍କ ନିଜ ସ୍ତ୍ରୀ ସହିତ ଜଣେ ଯୁବକ ପରକ୍ରୀୟା ପ୍ରୀତି ସନ୍ଦେହରେ ଯୁବକ ଭୀମସେନ ସ୍ୱାଇଁ(୩୦)ଙ୍କୁ ହତ୍ୟା କରିଥିଲା l ଏହି ହତ୍ୟା ଅଭିଯୋଗରେ ସମସ୍ତ ସାକ୍ଷୀ ଓ ପୋଲିସ୍ ବୟାନକୁ ଭତ୍ତିକରି ଦୌରା ଜଜ୍ ଆଜୀବନ କାରାବାସ ସହିତ ୫୦ ହଜାର ଟଙ୍କା ଅର୍ଥ ଦଣ୍ଡରେ ଦଣ୍ଡିତ କରିଛନ୍ତି l ଅର୍ଥ ପୈଠ ନକଲେ ଆଉ ୩ ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଯାଇଛି । ଏଥିରେ ସରକାରୀ ଓକିଲ ଭାବରେ ନାରାୟଣ ତ୍ରିପାଠୀ ନିଯୁକ୍ତି ହୋଇଥିଲେ।    ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like