-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଆଞ୍ଚଳିକ ସ୍ତରୀୟ ପୋଷଣ ମାସ ଓ ମାଆ ଗୃହର ପ୍ରତିଷ୍ଠା ଦିବସ ପାଳିତ

15-Sep-2022



କନ୍ଧମାଳ, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଜାତୀୟ ସ୍ୱାସ୍ଥ୍ୟ ମିଶନ୍ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ୱାତୀ ର ମିଳିତ ସହଯୋଗରେ କନ୍ଧମାଳ ଜିଲ୍ଲାର ବାଲନ୍ଦାପଡା ଠାରେ ଆଂଚଳିକ ସ୍ତରୀୟ ପୋଷଣ ମାସ – ୨୦୨୨ ପାଳିତ ହୋଇଯାଇଛି। ଏହା ସହ ଅନୁଷ୍ଠାନ ଦ୍ୱାରା ପରିଚାଳିତ ମାଆ ଗୃହର ମଧ୍ୟ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଫିରିଙ୍ଗିଆ ଶିଶୁବିକାଶ ପ୍ରକଳ୍ପ ଅଧିକାରୀ ହରପ୍ରିୟା ମେହେର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ଥାନୀୟ ଅଞ୍ଚଳରେ କୁପୋଷଣ ଦୂର କରିବା ପାଇଁ ହେଲେ ଗ୍ରାମ୍ୟ ସ୍ତରରେ କାର୍ଯ୍ୟରତ ସ୍ୱେଚ୍ଛାସେବୀ, ଆଶା କର୍ମୀ ଓ ଅଙ୍ଗନଓାଡୀ କର୍ମୀଙ୍କୁ ସହଯୋଗ କରିବା ସହ ନିଜ ନିଜ ଘରେ ମଧ୍ୟ ନିଜ ଅଞ୍ଚଳରେ ମିଳୁଥିବା ବିଭିନ୍ନ ପନିପରିବା, ଫଳ ଇତ୍ୟାଦି ଖାଇବାକୁ ଅନୁରୋଧ କରିଥିଲେ। ବାଲନ୍ଦାପଡା ଓ କୁଏରମାଣ୍ଡୁ ଗ୍ରାମପଂଚାୟତରେ ସରପଂଚଙ୍କ ସହିତ, ସମିତି ସଭ୍ୟ ପଞ୍ଚାନନ ଦିଗାଲ ଯୋଗଦେଇ କୁପୋଷଣ ହଟାଇବାରେ ପଞ୍ଚାୟତ ପ୍ରତିନିଧି ମାନଙ୍କର ଥିବା ଭୁମିକା ଉପରେ ଆଲୋକପାତ କରିଥିଲେ।ପୂର୍ବତନ ଫିରଙ୍ଗିଆ ବ୍ଲକ ଉପାଧକ୍ଷା ସସ୍ମିତା ଦିଗାଲ ମାଆ ଗୃହ ଦୀର୍ଘ ୧୦ ବର୍ଷ ଧରି ଅଞ୍ଚଳବାସୀଙ୍କୁ ଯୋଗାଇ ଆସୁଥିବା ସେବା ଗୁଡିକୁ ପ୍ରଶଂସା କରିବା ସହ, ଆଗାମୀ ଦିନରେ ସେବୀକା ମାନଙ୍କର ପ୍ରଚେଷ୍ଟାରୁ କୁପୋଷଣ ଦୂର ହେବ ବୋଲି ଆଶା ରଖିଥିଲେ। ସ୍ଥାନୀୟ ମହିଳା ପରିଦର୍ଶୀକା ଅପର୍ଣ୍ଣା ଦିଗାଲ ଯୋଗ ଦେଇ ପୋଷଣ ସମ୍ବଦ୍ଧୀୟ ବାର୍ତ୍ତା ବାଣ୍ଟିବା ସହିତ ପୁଷ୍ଟିକର ଖାଦ୍ୟ ମାଆ ଶିଶୁଙ୍କ ପାଇଁ ନିତ୍ୟାନ୍ତ ଜରୁରୀ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ଜାତୀୟ ସ୍ୱାସ୍ଥ୍ୟ ମିଶନର ବ୍ଲକ କାର୍ଯ୍ୟ ପରିଚାଳକ ଅଜୟ କୁମାର ସାହୁ ଯୋଗଦେଇ ଥିଲେ। କାର୍ଯ୍ୟକ୍ରମରେ ମାଆ ଗୃହର ୧୦ ବର୍ଷର କାର୍ଯ୍ୟକ୍ରମକୁ ଅନୁଷ୍ଠାନର ବରିଷ୍ଠ କର୍ମୀ ବିଶ୍ୱରଞ୍ଜନ କର ଉପସ୍ଥାପନା କରିଥିଲେ। ଏହି ଅବସରରେ ଅଞ୍ଚଳର କୁନି କଳାକାର ମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅନୁଷ୍ଠିତ ହୋଇଥିବା ବେଳେ ତିନି ଜଣ ସୁସ୍ଥ ଶିଶୁ ଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ବାଲନ୍ଦାପଡାର ଡା.ଅଭିତୋଶ ମିଶ୍ର ଉପସ୍ଥିତ ରହି ମାଆ ଗୃହର କାର୍ଯ୍ୟକୁ ଉତ୍ସାହିତ କରିବା ସହ ଆଗାମୀ ଦିନରେ ସମସ୍ତେ ହାତକୁ ହାତ ମିଶାଇ କାମ କରିପାରିଲେ ଆଗାମୀ ଦିନରେ କୁପୋଷଣ ଏବଂ ମାତୃ ଓ ଶିଶୁ ମୃତ୍ୟୁକୁ ରୋକିପାରିବ ବୋଲି ମତ ପ୍ରକାଶ କରିଥିଲେ। ସ୍ଥାନୀୟ ସ୍ୱେଚ୍ଛାସେବୀ ପଞ୍ଚୁଦେବ ପ୍ରଧାନଙ୍କୁ ନିଷ୍ଠାପର ସମାଜ ସେବା ପାଇଁ ଅତିଥିମାନେ ସମ୍ମାନିତ କରିଥିଲେ। କୁସ ସାନସେଠ ଓ ଆଲୋକ ସାମନ୍ତରାୟଙ୍କ ସଭା ପରିଚାଳନା କରିଥିବା ବେଳେ ପୁଷ୍ପିତା ସାହୁ, ଅନୁପମା କହଁର, ସାମନ୍ତି ଦିଗାଲ, ରିତାଞ୍ଜଳୀ ସାହୁ, ମାନସ ପ୍ରଧାନ, ସୈାରଭ ପଣ୍ଡା, ମାମିନା କହଁର ଓ ଗିତାଞ୍ଜଳୀ କହଁର ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like