-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||     

HOME   ଜିଲ୍ଲା

ବିଜେପି ମହିଳା ମୋର୍ଚ୍ଚା ତରଫରୁ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି

28-Nov-2020



ବଲାଙ୍ଗୀର,(ପ୍ରେରଣା ଖବର) - ପରୀ’ ପ୍ରସଙ୍ଗକୁ ନେଇ ଗର୍ଜିଲା ବିଜେପି lବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ତରଫରୁ ମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ ଓ ଇସ୍ତଫା ଦାବି କରାଯାଇଛି।

ଗତ ଜୁଲାଇ ମାସରେ ଘଟିଥିବା ବହୁଚର୍ଚ୍ଚିତ ନୟାଗଡ଼ର ନାବାଳିକା ପରୀ ହତ୍ୟା ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ସୁରକ୍ଷା ଦେଉଥିବା ଅଭିଯୋଗରେ ରାଜ୍ୟବ୍ୟାପୀ ପ୍ରତିକ୍ରିୟା ପ୍ରକାଶ ପାଇଛି। ମାମଲାକୁ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅରୁଣ ସାହୁଙ୍କ ପ୍ରରୋଚନାରେ ଚପାଇ ଦିଆଯାଉଥିବା ଅଭିଯୋଗ ଆସିବା ପରେ ବିରୋଧୀ ବିଜେପି , କଂଗ୍ରେସ ସମେତ ସାମାଜିକ ସଂଗଠନଗୁଡ଼ିକ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।
ବହୁଚର୍ଚ୍ଚିତ ‘ପରୀ’ ପ୍ରସଙ୍ଗକୁ ନେଇ ବଲାଙ୍ଗୀର ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ତରଫରୁ ଆଜି ଏକ ବିକ୍ଷୋଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗୀର ବିଜେପି ଜିଲ୍ଲା କାର୍ଯ୍ୟାଳୟରୁ ମହିଳା ମୋର୍ଚ୍ଚାର ସଦସ୍ୟା ମାନେ ଶୋଭାଯାତ୍ରା ରେ ବାହାରି କଚେରି ଛକଠାରେ ଥିବା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମନ୍ତ୍ରୀ ଅରୁଣ ସାହୁଙ୍କ କୁଶପୁତ୍ତଳିକା ଦାହ କରିଥିଲେ।  ବିଜେପି    ମହିଳା ମୋର୍ଚାର  ସଭ୍ୟା ମାନେ ମନ୍ତ୍ରୀ ଶ୍ରୀଯୁକ୍ତ  ସାହୁଙ୍କ  ଇସ୍ତଫା ଦାବି କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026

You Might Also Like