-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସୋନାଲି ହତ୍ୟାକାଣ୍ତ ଘଟଣାରେ ଚାରି ଜଣଙ୍କୁ କୋର୍ଟ ଚାଲାଣ କଲା ପୋଲିସ

16-Sep-2022



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) ଗତ ମଙ୍ଗଳବାର ଦିନ ଅପରାହ୍ନ ସମୟରେ ସୋନାଲିଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରିବା ଘଟଣାରେ ପୁଲିସ ୪ଜଣଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। ଘଟଣାର ମୁଖ୍ୟ ଅଭିଯୁକ୍ତ ସ୍ବାମୀ ଓ ମାମୁ ଶ୍ବଶୁର ଫେରାର ଥିବା ଜଣାପଡିଛି। ସୂଚନାଯୋଗ୍ୟ, ଓଡ଼ଗାଁ ଦଲକ ରୋଡ଼ସ୍ଥିତ ଦେବାଶିଷ ମିଶ୍ରଙ୍କ ସ୍ତ୍ରୀ ଜ୍ୟୋତିର୍ମୟୀ ପଣ୍ତା (ସୋନାଲି)କୁ ମାରି ପରିବାର ଲୋକେ ଫ୍ୟାନରେ ଟାଙ୍ଗି ଦେଇଥିଲେ। ଏବଂ ଏହାକୁ ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟା କରିଥିଲେ। ଏହି ଖବର ପ୍ରଘଟିତ ହେବା ପରେ ଘଟଣା ସ୍ଥଳରୁ ସ୍ବାମୀ ଦେବାଶିଷ ମିଶ୍ର (ରାକା) ଚତୁରତାର ସହିତ ଫେରାର୍ ହୋଇଯାଇଛି। ସୋନାଲିର ଶ୍ବଶୁର ଲୁଲିଆ ମିଶ୍ର, ଶାଶୁ ଝରଣା ମିଶ୍ର ଓ ଦୁଇଜଣ ଯୁବକ ଗଂଜାମ ଜିଲ୍ଲା ଭଂଜନଗର ଅଞ୍ଚଳର ଜଗନ ଗୈୖାଡ଼ (୨୦) ଓ ଦିଲିପ କୁମାର ସାହୁ (୩୦)ଙ୍କୁ ପୁଲିସ ଗିରଫ କରିଛି। ଏହି ଦୁଇଜଣ ଦେବାଶିଷଙ୍କ ଘରେ ରହି କାମ କରୁଥିବାରୁ ସେମାନଙ୍କ ସହାୟତାରେ ହତ୍ୟାକାଣ୍ତ ଘଟିଥିବା ପୁଲିସ ଜାଣିବାକୁ ପାଇଛି। ଆଜି ସମସ୍ତ ୪ଜଣଙ୍କୁ କୋର୍ଟ

ଚାଲାଣ କରାଯାଇଥିବା ବେଳେ ଦେବାଶିଷ ମିଶ୍ରଙ୍କ ଆଈକୁ ପୁଲିସ ନିଜ ହେପାଜତକୁ ଆଣିଥିଲେ ମଧ୍ୟ ଛାଡି ଦେଇଛି। ଏପଟେ ସୋନାଲିର ବାପା ପ୍ରକାଶ ପଣ୍ତା ଯୈୖାତୁକ ବାବଦକୁ ଦେଇଥିବା ସମସ୍ତ ଆସବାବପତ୍ର ଫେରାଇ ନେବାକୁ ପୁଲିସ ପାଖରେ ଆବେଦନ କରିଛନ୍ତି। ଗତକାଲି ଠାରୁ ପୁଲିସ ଘରକୁ ସିଲ କରି ନିଜ କପ୍ଳାରେ ରଖିଛି। ଘଟଣାର ମୁଖ୍ୟ ଅଭିଯୁକ୍ତ ଦେବାଶିଷ ମିଶ୍ର ଏବଂ ମାମୁକୁ ପୁଲିସ ଖୁବଶ୍ରୀଘ୍ର ଗିରଫ କରାଯିବ ବୋଲି ପୁଲିସ କହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like