-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ଆଶାକର୍ମୀ ସଂଘ, ଲୋଇସିଂହା ବ୍ଲକ କମିଟିର ବୈଠକ

16-Sep-2022



ଲୋଇସିଂହା (ବିନୋଦ କୁମାର ଦୀପ) ନିଖିଳ ଓଡିଶା ଆଶା କର୍ମୀ ସଂଘ ଏ. ଆଇ. ଟି. ୟୁ.ସି.  ସହ ସହବନ୍ଧିତ ଲୋଇସିଂହା ବ୍ଲକ କମିଟିର ବୈଠକ ସ୍ଥାନୀୟ ରାମ ମନ୍ଦିର ପରିସରରେ ବ୍ଲକ ସଂଘର ସଭାନେତ୍ରୀ ମାଧବୀ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭାରେ

ସଂଘର ଜିଲ୍ଲା ସଭାପତି ସାଥୀ ତୀର୍ଥ ପଧାନ ଅତିଥି ଭାବେ ଯୋଗ ଦେଇ ଦିବଂଗତ ଆଶାକର୍ମୀ ଦ୍ବୟ ସୁରଭି ନନ୍ଦ, ଦେଓଗାଁ ବ୍ଲକ ଏବଂ ଉମା ପଧାନ ବେଲପଡା ବ୍ଲକଙ୍କ ଅକାଳ ବିୟୋଗରେ ସଭାରେ ଶୋକ ପ୍ରସ୍ତାବ ଆଗତ କରାଇ ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ନିରବ ପ୍ରାର୍ଥନା କରାଯାଇଥିଲା l ସମ୍ମାନିତ ଅତିଥି ଭାବେ ଜିଲ୍ଲା ସମ୍ପାଦିକା ଓମୀ ଗୁପ୍ତା ଯୋଗ ଦେଇ ଆଶାକର୍ମୀଙ୍କୁ ତୃଣମୂଳ ସ୍ତରରୁ ସୁଦୃଢ ଭାବେ ନିଜର ସର୍ବନିମ୍ନ ମଜୁରୀ ପାଇବା ପାଇଁ 
ସରକାରଙ୍କ ଠାରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଆହ୍ୱାନ ଦେଇଥିଲେ l ଉପଦେଷ୍ଟା ସାଏବୁ ନନ୍ଦ ସଂଗଠନକୁ ବ୍ଲକ ସ୍ତରରୁ ସୁ ସୁସଂଗଠିତ ହୋଇ ଶକ୍ତିଶାଲି ଭାବେ ସରକାରଙ୍କ ପାଖରେ

ନିଜର ସର୍ବନିମ୍ନ ଦାବୀ ଗୁଡିକ ପୂରଣ କରିବା ସଙ୍ଗେ ସଂଗେ ଆଶାକର୍ମୀଙ୍କୁ ସରକାରୀ ମାନ୍ୟତା ଦେବା ପାଇଁ  ଲଢେଇ କରିବାକୁ ପଡିବ ବୋଲି ଆହ୍ୱାନ ଦେଇଥିଲେ l ସଭାରେ କଲ୍ୟାଣୀ ସାହୁ, ମୁକ୍ତା ଉଦୁର କୁଳିଆ ଆଶା ଦୀପ, ସୁନନ୍ଦା ସାହୁ, ପୁଷ୍ପାଞ୍ଜଳି ରଣା, ସୁବର୍ଣ୍ଣ ଦୀପ, ଉପାସି ପଧାନ, ଜଗିତା ନାଏକ, ଯାମିନୀ ଦଣ୍ଡସେନା, ସୁବାସିନୀ ସାହୁ, ମନୋରମା ରାଉତ, ସ୍ୱରୂପା ସୁନା ପୁର୍ଣ୍ୟତୟା ପଟେଲ, ସନ୍ଧ୍ୟାରାଣୀ ଥାଟି, ଜୟନ୍ତି ସ୍ବାଇଁ, ସନ୍ତୋଷିନୀ ନାଏକ, ପ୍ରଭାସିନୀ ମେହେର ପ୍ରମୁଖ ନିଜ ନିଜର ବକ୍ତବ୍ୟ ରଖିଥିଲେ l ଶେଷରେ ବିଳାସିନୀ ବାରିକ ଅତିଥି ଏବଂ ସମସ୍ତ ଆଶାକର୍ମୀ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

          


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like