-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଙ୍କ ଦୁଗ୍ଧଶୀତଳିକରଣ କେନ୍ଦ୍ର ପରିଦର୍ଶନ

16-Sep-2022



ବୌଦ୍ଧ(ହୃଦାନନ୍ଦ ମେହେର) - ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ରେ ଦିନକୁ ଦିନ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇବାସହ ଏହାର ବିକ୍ରି ପାଇଁ ଦୁଗ୍ଧ ଚାଷୀ ମାନେ ନାହିଁ ନଥିବା ଅସୁବିଧା ରେ ସମ୍ମୁଖୀନ ହେଉଛନ୍ତି l ବର୍ତମାନ ଓମଫେଡ ତରଫରୁ ବ୍ଲକ ର ଲୁଣିବାହାଲ ଠାରେ ଥିବା ଗୋଟିଏ ଦୁଗ୍ଧ ଶୀତଳିକରଣ କେନ୍ଦ୍ର ର କ୍ଷମତା2000ହଜାର ଲିଟର ଥିବା ବେଳେ ପ୍ରତିଦିନ ଏହାଠାରୁ ଯଥେଷ୍ଟ ପରିମାଣ ରେ ଅଧିକ ଦୁଗ୍ଧ ସଂଗ୍ରହ ହେଉଥିବାରୁ ଦୁଗ୍ଧ ଶୀତଳିକରଣ କଷ୍ଟସାଧ୍ୟ ହୋଇପଡିଛି l ତେଣୁ ଚାରିଛକ ରେ ଶୋଚନୀୟ ଅବସ୍ଥା ରେ ପଡ଼ିରହିଥିବା ଦୁଗ୍ଧଶୀତଳି କରଣ ପୁନଃରୁଦ୍ଧାର ଆବଶ୍ୟକତା ରହିଥିବା ବେଳେ ଏହାକୁ ଦୃଷ୍ଟି ରେ ରଖି  ଗୁରୁବାର ଦିନ ବୌଦ୍ଧ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ ଲୁଣବାହାଲ ଓ ଚାରିଛକ ଦୁଗ୍ଧ ଶୀତଳି କରଣ କେନ୍ଦ୍ର ଗୁଡିକ ପରିଦର୍ଶନ ସହ ନିରୀକ୍ଷଣ କରିଥିଲେ l ହରଭଙ୍ଗା ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଡା ବୀରେନ୍ଦ୍ର କୁମାର ପୃଷ୍ଟି ଓ ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ 

ଡା ପ୍ରଦୀପ୍ତ କୁମାର ରଥ ଉପସ୍ଥିତ ରହି ଜିଲ୍ଲାପାଳ ଙ୍କୁ ଦୁଗ୍ଧ ଉତ୍ପାଦନ ଓ ଶୀତଳି କରଣର ତଥ୍ୟ ଉପସ୍ଥାପନ କରିଥିଲେ l ଏଥିରେ ଜିଲ୍ଲାପାଳ ବ୍ଲକ ର ଦୁଗ୍ଧ ଉତ୍ପାଦନରେ ସନ୍ତୋଷ ପ୍ରକାଶ କରିବା ସହ ଶୀଘ୍ର ଅଧିକ ରୁ ଅଧିକ ଚାଷୀଙ୍କୁ ନେଇ ସୋସାଇଟି ଗଠନ କରିବାସହ ଦୁଗ୍ଧ ପ୍ରକ୍ରିୟା କରଣ ସହ ଏହାର ଭେଲ୍ୟୁ ଆଡିସନ କରିବାପାଇଁ ପ୍ରକଳ୍ପ ପ୍ରସ୍ତୁତ କରିବାକୁ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡା ରଥ ଙ୍କୁ ନିର୍ଦେଶ ଦେଇଥିଲେ l ଜିଲାପାଳଙ୍କ ଏହି ପରିଦର୍ଶନ ସମୟ ରେ ବୌଦ୍ଧ ପିଡି ଅଶ୍ୱିନୀ ମେହେର,ଓମଫେଡ ର ସୁପର ଭାଇଜର ଅମୁଲ୍ୟ ଓଝା ଙ୍କ ସମେତ ଅନନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like