-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ବିଭିନ୍ନ ସମସ୍ୟାକୁ ନେଇ ଦେଓଗାଁ ବିଡ଼ିଓ ଙ୍କ ଦ୍ୟୁରସ୍ତ ହେଲା ବଲାଙ୍ଗିର ଜିଲ୍ଲା ଆମ୍ ଆଦମୀ ପାର୍ଟି

16-Sep-2022



ଦେଓଗାଁ(ସୁଶିଲ ନାଗ ଙ୍କ ରିପୋର୍ଟ) : ଆମ୍ ଆଦମୀ ପାର୍ଟି ଜିଲ୍ଲା ଆବାହକ ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ  ଦେଓଗାଁ ବ୍ଲକ ର ଅନେକ ଦାବୀ କୁ ନେଇ ପ୍ରଧାନ ମାନ୍ତ୍ରି ଆବାସ ହେଉ , କି ବିଜୁ ପକ୍କା ଘର ହେଉ ଏ ଉପରେ ଲୋକଙ୍କୁ ମିଳିବାରେ ଅନିୟମିତତା ହେଉଛି ପାଇବା ଯୋଗ୍ୟା ହିତାଧିକାରୀ  ଦୀର୍ଘ ଦିନଧରି ହେଲା ଲୋକ ପାଇନାହାନ୍ତି ଅପେକ୍ଷା କରିଛନ୍ତି କିନ୍ତୁ ଏପର୍ଯ୍ୟନ୍ତ ମିଳିପାରିନାହିଁ । ପାଇବା ଯୋଗ୍ୟ ଲୋକ ପାଉନାହାନ୍ତି  ଯାହାଫଳରେ ଅଶାନ୍ତି ସୃଷ୍ଟି ହେଉଛି ।  ଏପଟେ ହିତାଧିକାରି , ଠିକ୍ ସମୟରେ ଭତ୍ତା ପାଉ ନାହାଁନ୍ତି । ଏବଂ ଯେଊ ବୃଦ୍ଧ ବ୍ୟକ୍ତି ଭତ୍ତା ପାଉଛନ୍ତି ବ୍ୟାଙ୍କ୍ ମାଧ୍ୟମ ରେ ତାଙ୍କୁ ବ୍ୟାଙ୍କଙ୍କୁ ଯାଇ ଭତ୍ତା ଉଠାଇବା ଭାରି କଷ୍ଟ ହେଉଛି ତେଣୁ ବର୍ଦ୍ଧକ୍ୟ ଭତ୍ତା ସ୍ୱହସ୍ତରେ ଦେଳେ ସେମାନେ କଷ୍ଟ ପାଇବାରୁ ବଞ୍ଚିତ ହେବେ । ଏବଂ କିଛି  ଭତା ପାଇବା ଯୋଗ୍ୟ ବ୍ୟକ୍ତି ମଧ୍ଯ ଭତା ପାଉନାହାନ୍ତି ବର୍ଷ ବର୍ଷ ଲାଗିଯାଉଛି ମୃତ୍ୟୁ ହେଇଯାଉଛି ଟାର୍ଗେଟ ଅଭାବରୁ ତେଣୁ ଭତ୍ତା ଟାର୍ଗେଟ ବଢ଼ାଯାଉ ଏବଂ ପାଇବା ଯୋଗ୍ୟା ହିତାଧିକାରୀ ଙ୍କୁ ଭତ୍ତା ଦିଆଯାଉ ବଲାଙ୍ଗିର ଆମ୍ ଆଦମୀ ପାର୍ଟି ଦାବି କରୁଛି ବୋଲି ଶ୍ରୀ ପାଣ୍ଡେ ଦେଓଗାଁ ବି ଡି ଓ  ଶ୍ରୀ ଭୋଇଙ୍କୁ କହିଥିଲେ ଏବଂ ବି ଡି ଓ ଙ୍କ ଜରିଆ ରେ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର ଦେଇଥିଲେ । ବି ଡି ଓ ସମସ୍ୟାର ସମାଧାନ କରିବୁ କହିଥିଲେ ଏବଂ ବି ଡି ଓ ଶ୍ରୀ ଭୋଇ ଏସ୍ ସି ଓ ଙ୍କୁ ଡାକି ଭତ୍ତା କଥା ତୁରଂତ ବୁଝାଜିବ ଏବଂ କରାଯିବ ବୋଲି  । ଏହି କାର୍ଯ୍ୟକ୍ରମରେ ଆପ୍ ର ଅମନ୍ ମହାପାତ୍ର, ଆପ ର ବରିଷ୍ଟ ନେତା ଛାଲୁ ଷଣ୍ଢ, ରାଧେ ସାହୁ, ବିର୍ବଲ୍ ଶା, ଏବଂ ଅନ୍ୟ କାର୍ଯ୍ୟକର୍ତ୍ତା ଏବଂ ଭତ୍ତା ଏବଂ ଘର୍ ନପାଇଥିବା ପାଇବାର ଯୋଗ୍ୟ ହିତାଧିକାରୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like