-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଲିଫ୍ଟ ଦେବା ବାହାନାରେ ୨୦ହଜାର ଲୁଟ କରିଥିବା ୨ଅଭିଯୁକ୍ତ ଜେଲଗଲେ

16-Sep-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଅଧ ରାତିରେ ଚାଲି ଚାଲି ଆସୁଥିବା ଚିହ୍ନା ପରିଚୟ ବ୍ୟକ୍ତିଙ୍କୁ ଲିଫ୍ଟ ଦେବା ବାହାନା କରି ତାଙ୍କୁ ମାଡମାରି ୨୦ହଜାର ଟଙ୍କା ଲୁଟ କରିଥିବା ଅଭିଯୋଗରେ ସଂଶ୍ଳିଷ୍ଟ ୨ଅଭିଯୁକ୍ତ ଜେଲ ଯିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ପାଲଟିଛି । ସୂଚନା ଯୋଗ୍ୟ ଯେ  ସୋମବାର ରାତି ପ୍ରାୟ ଏଗାରଟା ସମୟରେ ବିନିକା ଥାନା ଶଙ୍କରା ଗ୍ରାମର ଦଶରଥ ହରିପାଲ ରାମପୁର ପଟରୁ ଚାଲି ଚାଲି ଆସୁଥିଲେ ।ଠିକ କମିରା ଛକ ନିକଟରେ ସେହି ଗ୍ରାମର ବବୁନ ମିଶ୍ର(୨୪) ଓ ଦୀପକ ଚୌଧୁରୀ(୩୬) ଏକ ବାଇକରେ ଆସି ଚିହ୍ନା ପରିଚୟ ଦଶରଥକୁ ଘରେ ଛାଡ଼ିଦେବା ପାଇଁ କହି ଗାଡ଼ିରେ ବସାଇଥିଲେ ।ପରେ କିଛି ଦୂର ଗଲାପରେ ଦଶରଥକୁ ସେମାନେ ମାଡ଼ ମାରି ତା ଠାରୁ ୨୦ହଜାର ୫ ଶହ ଟଙ୍କା ଛଡ଼ାଇ ଫେରାର ହୋଇ ଯାଇଥିବା ବେଳେ ଦଶରଥ ପ୍ରାଣ ବିକଳରେ ଦୋୖଡି ଦୋୖଡି ନିଜ ଭାଣୀଜି ଘର ଶିଂହିଯୁବାକୁ ଚାଲି ଆସିଥିଲା ।ଗ୍ରାମରେ ଏହି ଘଟଣା ପ୍ରଘଟ ହେବାପରେ ଦଶରଥ ଗ୍ରାମର ଭଦ୍ରବ୍ୟକ୍ତି,ସରପଞ୍ଚ,ୱାର୍ଡ ମେମ୍ବରଙ୍କୁ ଜଣାଇଥିଲେ ।ପରେ ବିନିକା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାକୁ ଗୁରୁତର ସହିତ ନେଇ ଲୁଟେରାଙ୍କୁ ଗିରଫ କରି ଥାନାରେ ଅଟକ ରଖି ପଚରାଉଚରା କରିଥିଲା ।ଆଜି ସକାଳେ ଉଭୟ ଅଭିଯୁକ୍ତଙ୍କୁ ବିନିକା କୋର୍ଟକୁ ଚାଲାଣ କରାଯାଇଥିଲା ସେଠାରେ ତାଙ୍କର ଜାମିନ ନାମଞ୍ଜୁର ହେବାରୁ ସୋନପୁର ବିଚାର ବିଭାଗୀୟ ହାଜତକୁ ପଠାଯାଇଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like