-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ଓଜୋନ ଦିବସ ପାଳିତ

16-Sep-2022



ସାଇଁନ୍ତଲା(ଅନ୍ତର୍ଯ୍ୟାମୀ ସାହୁ) ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର  ଇକୋ କ୍ଲବ ଅମରାବତୀ ଓ ଜୁନିଅର ରେଡକ୍ରସ୍‌ ଆନୁକୂଲ୍ୟରେ ବିଶ୍ୱ ଓଜୋନ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଲ ମିଶ୍ରଙ୍କ ମାର୍ଗଦର୍ଶନ ଓ ବରିଷ୍ଠ ଶିକ୍ଷକ ବିଶ୍ଵନାଥ ମେହେର ସଭାପତିତ୍ୱ କାର୍ଯ୍ୟକ୍ରମକୁ ପ୍ରକୃତିବନ୍ଧୁ ଶିକ୍ଷକ ତଥା ଜୁନିୟର ରେଡକ୍ରସ୍‌ କାଉନସିଲର ରାମ ନାରାୟଣ ଦାଶଙ୍କ ସଂଯୋଜନା କରିଥିଲେ ।  ଓଜୋନ ସ୍ତର ବିନା ଜୀବନ ସମ୍ଭବ ନୁହେ ।ସୂର୍ଯ୍ୟଙ୍କ ଅତିବାଇଗଣୀ ରଶ୍ମି ଦାଉରୁ ପୃଥିବୀକୁ ସୁରକ୍ଷା ଦେଇଥାଏ ଓଜୋନ ସ୍ତର । ମଣିଷଙ୍କଠାରୁ ଆରମ୍ଭ କରି, ଜୀବଜନ୍ତୁ, ଗଛଲତା ସମସ୍ତଙ୍କ ପାଇଁ ଖୁବ୍ ହାନିକାରକ ସୂର୍ଯ୍ୟଙ୍କ ଅତିବାଇଗଣୀ ରଶ୍ମି । ଓଜୋନ୍ ସ୍ତର ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ଏହାକୁସଂରକ୍ଷଣ କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ
ସେପ୍ଟେମ୍ବର ୧୬ ତାରିଖକୁ ‘ବିଶ୍ବ ଓଜୋନ ଦିବସ ଭାବେ

ପାଳନ କରାଯାଇଥାଏ ବୋଲି ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ  ଗାୟତ୍ରୀ ବାରିକ ମତପ୍ରକାଶ କରିଥିଲେ । ବିଜ୍ଞାନ ଶିକ୍ଷକ ଦୀପକସେନ ଧରୁଆ ଚଳିତବର୍ଷ ବିଶ୍ବ ଓଜୋନ ଦିବସର ଥିମ୍ ରହିଛି- ‘ମନଟ୍ରିଲ ପ୍ରୋଟୋକଲ୍ @୩୫: ପୃଥିଲବୀ ପୃଷ୍ଠରେ ଜୀବନ ସୁରକ୍ଷା ପାଇଁ ବୈଶ୍ବିକ ସହଯୋଗ ' ବିଷୟରେ ଅବଗତ କରିଥିଲେ ।  ଏହି ଅବସରରେ ବିଦ୍ୟାଳୟ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଆଲୋଚନା ଚକ୍ର ଓ ପେଣ୍ଟିଙ୍ଗ  ପ୍ରତିଯୋଗୀତା  ହୋଇଥିଲା। ଆଲୋଚନା ଚକ୍ରରେ  ସୁନୀଲ ରଣା, ଭୋଳାଶଙ୍କର ବଗର୍ତ୍ତି, ତୋଫାନ ରଣା, ଦେବାଶିଷ ରଣା,  ରୁପେଶ ରଣା, ହିତେଶ ଭୋଇ, ହର ବାରିକ,  ନିବେଦିତା ପ୍ରଧାନ ନିଜ ନିଜ ଅଭିମତ ରଖିଥିଲେ । ପେଣ୍ଟିଙ୍ଗ ପ୍ରତିଯୋଗୀତାରେ ସୁବ୍ରତ ସାଗର, ସାନିଆ ବାରିକ, ସୁମତି ବଗର୍ତ୍ତି ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ ।କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ରେଣୁକା ସାହୁ,  ଦ୍ରୌପଦୀ ଭୋଇ, କାନ୍ତୀ ଭୋଇ, ଯଶୋବନ୍ତୀ ସୁନା, ଶିକ୍ଷକ ହିମାଂଶୁ ଶେଖର ବିଶ୍ୱାଲ, ସମୀର ସେଠୀ,  ତଥା ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ଶିକ୍ଷକ ସୁଦର୍ଶନ ଦାଶ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ  ଶେଷରେ । ଶିକ୍ଷାର୍ଥୀ ୟଶ ପାଳ ସିଂ ରଣା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like