-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଆଉ ଶୁଭିବନାହିଁ ମୃଦଙ୍ଗ ର ବାଦ୍ୟ !

16-Sep-2022



ବରଗଡ:-ଆଉ ଶୁଭିବ ନାହିଁ ମୃଦଙ୍ଗର ବାଦ୍ୟ, ଆଉ ଶ୍ରୋତାଙ୍କୁ ଆନମନା କରିବ ନାହିଁ ତବଲାର ତରଙ୍ଗ । ନା କୃଷ୍ଣ ପ୍ରେମର ରସ ଝରିବ ନା ଆଉ ବାଜିବ ପାଦର ଘୁଙ୍ଗୁର । ଏସବୁ ଏବେ ଅତୀତ କାରଣ ଚିର ଦିନପାଇଁ ଆଖି ବୁଜି ଦେଇଛନ୍ତି କଳାର ସାଧକ ଆଦିତ୍ୟ ପଣ୍ଡା । ହୃଦଘାତର ଶିକାର ହୋଇ ବରଗଡ଼ର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ଏହି ମହାନ କଳାକାର । ଆଦିତ୍ୟ ପଣ୍ଡାଙ୍କ ବିୟୋଗରେ ତାଙ୍କ ଗାଁ ସମେତ ବରଗଡ଼ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ପୁଅ ରଞ୍ଜନ କୁମାର ପଣ୍ଡା ମୁଖାଗ୍ନି ଦେଇଥିବା ବେଳେ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର ସମ୍ପନ୍ନ କରାଯାଇଥିଲା । ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବାସଭବନକୁ ବହୁ ସାଧାରଣ ଲୋକ ଓ କଳାକାରଙ୍କ ସୁଅ ଛୁଟି ଥିଲା lଗାଇସିଲଟ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ, ବିଡିଓ ମନୋଜ କୁମାର ଦେବତା, ଚାଷୀ ନେତା କିଶୋର ଦେବତା ପ୍ରମୁଖ ଅନ୍ତିମ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like