-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||     

HOME   ଜିଲ୍ଲା

ବିଦ୍ୟାର ମନ୍ଦିର ପ୍ରତି ଅସୂୟା ମନୋଭାବ କାହିଁକି ? ସ୍କୁଲ ଗେଟ୍ ନାମ ଫଳକ କୁ ଭାଙ୍ଗିଲେ ଦୁର୍ବୃତ୍ତ

17-Sep-2022



ଗତକାଲି ରାତିରେ ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୀର୍କେଲ ଗାଁ ରେ ଘଟି ଯାଇଛି ଏକ ଅଭାବନୀୟ ଘଟଣା l  ଏହି ଗାଁ ର କିଛି ଅସାମାଜିକ ବ୍ୟକ୍ତି ବୀରକେଲ ପ୍ରକଲ୍ପ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସାମ୍ନା ପଟ

ଗେଟ୍ କୁ ଭାଙ୍ଗି ଦେଇଛନ୍ତି l ଆଜି ଶନିବାର ସକାଳୁଆ ସ୍କୁଲ ହୋଇଥିବା ଯୋଗୁଁ ସ୍କୁଲ ଖୋଲିବା ପରେ ଏସ୍ ଏମ୍ ସି କମିଟିର ଚେୟାରମେନ ଓ ଅନ୍ୟ ସଭ୍ଯ ମାନେ ସକଲ ପ୍ରାୟ ୬

ଟା  ୧୫ ମିନିଟ୍ ସମୟରେ ପ୍ରଥମ ରେ ସ୍କୁଲ ଗେଟ୍ ନାମ ଫଳକ ଭାଙ୍ଗି ଥିବା ଦେଖି ଗ୍ରାମବାସୀଙ୍କୁ ଖବର ଦେଇଥିଲେ l ସ୍କୁଲ ଗେଟ୍ କୁ  କେଉଁ ମାନେ ତଥା କେଉଁ କାରଣରୁ ଭାଙ୍ଗି ଛନ୍ତି, ତାର କାରଣ ଏ ପର୍ଯ୍ୟନ୍ତ ଜଣା ପଡି ନାହିଁ l ଏ ସଂକ୍ରାନ୍ତରେ ଲୋଇସିଂହା ଥାନାରେ ଗ୍ରାମବାସୀ ଓ ସ୍କୁଲ କମିଟି ପକ୍ଷରୁ ଏକ ଲିଖିତ ଅଭିଯୋଗ କରାଯିବାକୁ ନିଷ୍ପତ୍ତି ହୋଇଛି 


News Comment




Photo in News

Advertisment
Lastest News
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026

You Might Also Like