-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||     

HOME   ରାଜ୍ୟ

ବଲାଙ୍ଗିର ସିଭିଲ କୋର୍ଟ  ପରିସର ରେ ପେପର ଲେସ୍ କୋର୍ଟ ଉଦଘାଟିତ

17-Sep-2022



ବଲାଙ୍ଗିର (ପ୍ରେରଣା ଖବର)  ବିଚାର ପ୍ରକ୍ରିୟା କୁ ସରଳୀକରଣ କରିବା ତଥା ଲୋକମାନକୁ ସୁବିଧା ରେ ନ୍ୟାୟ ପ୍ରଦାନ ର ଲକ୍ଷ୍ୟ ନେଇ ଏକ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି l ଆଜି ବଲାଙ୍ଗିର ସିଭିଲ କୋର୍ଟ ପରିସରରେ ଆରମ୍ଭ ହେବାକୁ ଯାଉଛି  ଏକ ଭିନ୍ନ୍ ଧାରଣ ର ନ୍ୟାୟ

ପ୍ରଦାନକାରୀ  ସଂସ୍ଥା ପେପର୍ ଲେସ୍  କୋର୍ଟ l ଏହି କୋର୍ଟ କୁ ବଲାଙ୍ଗିର ଜିଲ୍ଲା ଦୌରା ଜଜ ଲଲାଟେନ୍ଦୁ ଜେନା ଫିତା କାଟି ଉଦଘାଟନ କରିଥିଲେ l  ଏହି ନୂତନ କୋର୍ଟ ସାଧାରଣ ଲୋକ

ଙ୍କୁ ସୁବିଧାରେ ଓ କମ୍ ସମୟ ମଧ୍ୟରେ ନ୍ୟାୟ ପ୍ରଦାନ କରିବାରେ ସହାୟକ ହୋଇ ପାରିବ ବୋଲି ଜିଲ୍ଲା ଦୌରା ଜଜ ଶ୍ରୀ ଜେନା ଆଶା ବ୍ୟକ୍ତ କରିଛନ୍ତି l ଏହି ଉଦଘାଟନୀ ଉତ୍ସବରେ ବଲାଙ୍ଗିର ଜିଲ୍ଲା ଓକିଲ ସଂଘ ର ସଭାପତି ଅମରେଶ ତ୍ରିପାଠୀ, ସମ୍ପାଦକ ଅଧିକାରୀ ଦାନ୍ତl ଙ୍କ ସମେତ ବଲାଙ୍ଗିର ସିଭିଲ କୋର୍ଟ ର ସମସ୍ତ ଷ୍ଟାଫ୍ ଓ ବିଚାରପତି ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     25-Apr-2026
  ଜିଲ୍ଲା  
ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   25-Apr-2026
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026
  ରାଜ୍ୟ  
ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   25-Apr-2026

You Might Also Like