-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||     

HOME   ଜିଲ୍ଲା

ସହର ସ୍ଥିତ ବିଭିନ୍ନ ହୋଟେଲ, ରେସ୍ତୁରାଣ୍ଟସ ଉପରେ ଯୋଗାଣ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ - ହୋଟେଲ ଗୁଡିକର ବିଭିନ୍ନ ବ୍ୟବସ୍ଥାର ଯାଞ୍ଚ

17-Sep-2022



 -
ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଙ୍କ ପରାମର୍ଶ କ୍ରମେ ଉପଜିଲ୍ଲାପାଳ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଙ୍କ ନିର୍ଦେଶରେ ରେ ଗତ କାଲି ସୋନପୁର ସହର ସ୍ଥିତ ବିଭିନ୍ନ ହୋଟେଲ, ରେସ୍ତୁରାଣ୍ଟସ ଉପରେ ଅଚାନକ ଚଢ଼ାଉ କରାଯାଇ ହୋଟେଲ ଗୁଡିକର ଆନୁସଙ୍ଗିକ ବ୍ୟବସ୍ଥା ଗୁଡିକର ଯାଞ୍ଚ କରାଯାଇଛି l ଚଢ଼ାଉରେ ଜିଲ୍ଳା ଯୋଗାଣ ବିଭାଗ ର ଅଧିକାରୀ,  କର୍ମଚାରୀ ସାମିଲ ରହିଥିଲେ l ଏହି ପରିପ୍ରେକ୍ଷୀରେ ଆଜି ଜୟଗୁରୁ ମାର୍କେଟ କମ୍ପ୍ଲେକ୍ସ ପାଖରେ ଥିବା ସୁଶାନ୍ତ ହୋଟେଲ, ଗୋକର୍ନେଶ୍ୱର ପଡା ସ୍ଥିତ ମିଶ୍ର ହୋଟେଲ, କସ୍ତୁରୀ ହୋଟେଲ ରେ ଅଚାନକ ଚଢ଼ାଉ ପୂର୍ବକ ହୋଟେଲ ର ବିଭିନ୍ନ ବ୍ୟବସ୍ଥା ର ଯାଞ୍ଚ କରାଯାଇଥିଲା l ଯାଞ୍ଚ ସମୟରେ ହୋଟେଲ ଗୁଡ଼ିକରୁ ବେନିୟମ ଭାବେ ବ୍ୟବହୃତ ୯ ଗୋଟି ଘରେଇ ଗ୍ୟାସ ସିଲିଣ୍ଡର ବ୍ୟାଜପ୍ତ କରାଯାଇଛି l ଆଗକୁ ଏହି ଧରଣର ଚଢ଼ାଉ ଓ ଯାଞ୍ଚ ପ୍ରକ୍ରିୟା ନିୟମିତ ଚାଲୁ ରହିବ ଏଣୁ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ର ମାଲିକ, ହୋଟେଲ ଓ ରେସ୍ତୁରାଣ୍ଟସ ର ମାଲିକ ପ୍ରମୁଖ ନିଜ ନିଜର ପ୍ରତିଷ୍ଠାନ ର ପରିସର, ପରିପାର୍ଶ୍ୱ ତଥା ଅନ୍ୟାନ୍ୟ ବ୍ୟବସ୍ଥା ର ସୁ ପରିଚାଳନା ତଥା ସୁବ୍ୟବସ୍ଥିତ କରି ଚଳାଇବାକୁ ପ୍ରଶାସନ ତରଫରୁ ପରାମର୍ଶ କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026

You Might Also Like