-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||     

HOME   ଜିଲ୍ଲା

ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ସ୍ତରୀୟ ସୁନାରି ସମାଜର ବିଶ୍ଵକର୍ମା ପୂଜା ପାଳିତ

17-Sep-2022



ବରଗଡ଼:-ବରଗଡ଼ ଜିଲ୍ଲା ପଦ୍ମପୁର ଠାରେ ବ୍ଲକ ସ୍ତରୀୟ ସୁନାରି ସମାଜ ତରଫରୁ ବାବା ବିଶ୍ଵକର୍ମା ଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ପଦ୍ମପୁର ବ୍ଲକ ସ୍ତରୀୟ ସୁନାରି ସମାଜ ର ସାମୁହିକ ବିଶ୍ଵକର୍ମା ପୂଜାର୍ଚ୍ଚନା ରେ ସମାଜ ତରଫରୁ ପୂଜା କର୍ତ୍ତା ଭାବରେ ଅନ୍ତର୍ଯ୍ୟାମୀ ସରାଫ ପୂଜା ରେ ଦାୟିତ୍ଵ ସଂପାଦନା କରିଥିବା ବେଳେ ପଣ୍ଡିତ ଗଣନାଥ ମହାପାତ୍ର ପୂଜାର୍ଚ୍ଚନା କରିଥିଲେ। ସଂଘ ର ସଭାପତି କ୍ଷେତ୍ରବାସୀ ଚିନ୍ଦ୍ରା ଓ ସଂପାଦକ ହିରାଲାଲ ମାଛୁଆ ଙ୍କ ନେତୃତ୍ବରେ ସମାଜର ସମସ୍ତ

ସଦସ୍ୟ ଯୋଗଦାନ ଦେଇ ସାମୁହିକ ପୂଜାର୍ଚ୍ଚନା କରିଥିଲେ। ଏହି ପୂଜାର୍ଚ୍ଚନା ରେ ସଂଘର ବରିଷ୍ଠ ସଦସ୍ୟ ଙ୍କ ସମେତ ପଦ୍ମପୁର,ବରିକେଲ , ସିଂହପୁର,ଦେଉଲି ଓ ସାପଲହର ଗାଁ ରୁ ସମସ୍ତ ସଦସ୍ୟ ଯୋଗଦାନ ଦେଇ ପୂଜାର୍ଚ୍ଚନା ରେ ଅଂଶଗ୍ରହଣ କରିଥିଲେ। ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାବା ବିଶ୍ଵକର୍ମା ଙ୍କ ପୂଜାର୍ଚ୍ଚନା ମହା ଆନନ୍ଦ ଉଲ୍ଲାସ ରେ ଅନୁଷ୍ଠିତ ହୋଇଯାଇଛି। ସୁନାରି ସମାଜର ଏହି ବିଶ୍ଵକର୍ମା ପୂଜାର୍ଚ୍ଚନା ରେ ପଶ୍ଚିମ ଓଡ଼ିଶା ସୁନାରି ସମାଜର ସଭାପତି ଗୈନ୍ତିଆ କୁମାର ସାହୁ ଅତିଥି ଭାବରେ ଯୋଗଦେଇଥିଲେ। ପୂଜା କାର୍ଯ୍ୟକ୍ରମ ରେ ସମାଜ ର ସମସ୍ତ ମହିଳା ପୁରୁଷ ଓ ଶିଶୁମାନ ଯୋଗଦାନ ଦେଇ ବାବା ବିଶ୍ଵକର୍ମା ଙ୍କ ଆଶିଷ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026

You Might Also Like