-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

*ଝୁଣାରେ ହୁଏ ଅଙ୍କୁରାରୋପଣ : ମାଁ ମଝିଘରିଆଣୀଙ୍କ ବାଲିଯାତ୍ରାର ବୈଚିତ୍ର୍ୟତା*

17-Sep-2022



ଚାଷକାର୍ଯ୍ୟ ହେଉ ଅବା ଅନ୍ୟାନ୍ୟ ଅଙ୍କୁର ବିଧି, ସବୁଥିରେ ମାଟି ଅବା ବାଲି ସହ ଜଳର ସମ୍ମିଶ୍ରଣରେ ଗଜା ହେଉଥିବା କଥା  ଶୁଣିଥିବେ, କିନ୍ତୁ ରାୟଗଡ଼ା ସହରରେ ଦୈବିକୃପା ବଳରେ ବିନାଜଳରେ ଏକି କାର୍ଯ୍ୟ ସମ୍ଭବ ସମ୍ଭବ ହେଉଅଛି । ଆମେ କହୁଛୁ ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମାଁ ମଝିଘରିଆଣୀଙ୍କ ବାଲିଯାତ୍ରା କଥା । ନଅଟି ଗୁଲିରେ ଦ୍ୱାଦଶୀ ଦିନଠାରୁ କୋଷ୍ଠିକାଟି ଅସ୍ଥାୟୀ ମଣ୍ତପରେ ପୂଜା କରାଯାଏ ଯେଉଁଥିରେ ନଅ ପ୍ରକାରର ବିଭିନ୍ନ ଶସ୍ୟ ଯଥା ଧାନ,କାନ୍ଦୁଲ, କୋଳଥ, ବିରି, ମକା ଆଦିଙ୍କୁ ଅଙ୍କୁରାରୋପଣ ନିମନ୍ତେ ସ୍ଥାପନା କରାଯାଏ । ମନ୍ଦିର ତରଫରୁ ଏକ ପାଟ ପୂଜାରୀଙ୍କୁ ନିମନ୍ତ୍ରଣ କରାଯାଇଥାଏ । ସେମାନେ ବେଲକଣ୍ଟା ଦ୍ୱାରା ଅବୃତ୍ତ ଦୋଳିରେ ବସନ୍ତି ତଥା ମାଁ ଙ୍କ କୃପାବଳରେ ଲୋକଙ୍କ ଅଭିସାର ମାନଙ୍କର ସମାଧାନ କରନ୍ତି । ସେଥିରେ ସେମାନଙ୍କ ଶରୀରର କୌଣସି କ୍ଷତି ହୁଏ ନାହିଁ । ମାଆଙ୍କ ଚଳନ୍ତି ପ୍ରତିମା ସ୍ୱଋପ ଖଣ୍ତାଙ୍କୁ ଆମନ୍ତ୍ରଣ କରି ଅଣାଯାଏ । ସେଠି ପ୍ରୋକ୍ଷଣର ପରମ୍ପରା ମଧ୍ୟ ରହିଅଛି । ଚଳନ୍ତି ପ୍ରତିମାଙ୍କୁ ଗ୍ରାମ୍ୟ ପରିକ୍ରମାର ବିଧି ଥିଲେହେଁ କୋଭିଡ଼୍ କଟକଣା ଯୋଗୁଁ ସେୟା ସ୍ଥଗିତ ରଖାଯାଇଅଛି । ଅଗ୍ନିକୁମାରୀଙ୍କୁ ମଧ୍ୟ ଏହି ଉପଲକ୍ଷେ ଆବାହନା କରାଯାଏ । ପ୍ରତ୍ୟହ୍ଯ ଏହି ଉପଲକ୍ଷେ ସ୍ୱତନ୍ତ୍ର ପୂଜାର ଆୟୋଜନ ହୁଏ । ସେହି ଅଙ୍କୁରିତ ଶସ୍ୟଙ୍କୁ ଲୋକେ ସନ୍ତକ ଭାବେ ଘରକୁ ନେଇ ସାଇତା କରନ୍ତି । ଭାଦ୍ରବ ମାସ ଦ୍ୱାଦଶୀ ତିଥିରେ ଆବାହନ କରାଯାଇଥିବା ମାଁ ମଝିଘରିଆଣୀଙ୍କ ନଅ ଦିନ ବ୍ୟାପି ବାଲିଯାତ୍ରା ପର୍ବ ନିକଟରେ ଉଜ୍ଜାପନ ହେଇଯାଇଅଛି । ଅଞ୍ଚଳରେ କୃଷିର ଉନ୍ନତି ନିମନ୍ତେ ଏହି ପର୍ବ ପାଳନର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଥିବାର ବିଶ୍ୱାସ ରହିଅଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like