-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ପରିବର୍ତ୍ତନ ସୁବର୍ଣ୍ଣପୁର ପକ୍ଷରୁ ନରେନ୍ଦ୍ରମୋଦି ଙ୍କ ଜନ୍ମ ଦିନ ପାଳନ

17-Sep-2022



ସୁବର୍ଣ୍ଣପୁର -  ଆଜି ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ 'ପରିବର୍ତ୍ତନ' ପକ୍ଷରୁ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଧର୍ମଶାଳା ସରସ୍ୱତୀ ଶିଶୁମନ୍ଦିର ଠାରେ ଭାରତର ଜଶସ୍ୱି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୨ତମ ଜନ୍ମଦିନ ଅନେକ ହର୍ଷଉଲ୍ଲାସରେ ପାଳନ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଧାନ ଆଚାର୍ଯ୍ୟ ଗୋପୀନାଥ ବଗର୍ତ୍ତି ଙ୍କ ସହ  ଅନ୍ୟାନ୍ୟ ଗୁରୁଜୀ ଗୁରୁମା ଯୋଗଦେଇ ମୋଦିଜୀ ଙ୍କର ଅନେକ ଦୃଢ଼ ପଦକ୍ଷେପ ଯୋଗୁଁ ସମଗ୍ର ବିଶ୍ୱରେ ଭାରତର ଏବେ  ମାନବୃଦ୍ଧି ହୋଇଥିବା ବିଷୟରେ ଆଲୋଚନା କରିଥିବା ବେଳେ 'ପରିବର୍ତ୍ତନ '  ର ମୁଖ୍ୟ  ବରିଷ୍ଠ ଆଇନଜୀବୀ ବଳଦେବ ପ୍ରସାଦ ବେଦବାକ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜୀବନ ଉପରେ ଆଲୋକପାତ କରିବାସହ ଉପସ୍ଥିତ ଶିଶୁ ଭାଇ ଭଉଣୀ ମାନଙ୍କୁ ଶୃଙ୍ଖଳିତ ରହି ବିଦ୍ୟା ଅଧ୍ୟୟନ ସହ ସ୍ୱାବଲମ୍ବନଶୀଳ ହେବାପାଇଁ ବହୁ ଉପାଦେୟ ମନ୍ତବ୍ୟ ପ୍ରଦାନ କରିଥିଲେ ।ଏହି ପରିପ୍ରେକ୍ଷୀରେ ମୋଦିଜୀଙ୍କ ଦୃଢ଼ ନେତୃତ୍ବରେ ଭାରତ  ଯେ ଖୁବଶୀଘ୍ର ବିଶ୍ୱଗୁରୁ ର ମୁକୁଟ ପିନ୍ଧିବ ଏଥିରେ କୌଣସି ଦ୍ୱିମତ ନାହିଁ ବୋଲି ମତବ୍ୟକ୍ତ କରି ତାଙ୍କର ଦୀର୍ଘ ନିରୋଗମୟ ଓ ମଙ୍ଗଳମୟ

ଭବିଷ୍ୟତ ଜୀବନ କାମନା କରିଥିଲେ।  ଏ ଅବସରରେ ଶିଶୁମନ୍ଦିର ପରିସରରେ ଆମ୍ବ ତଥା ଅନେକ ଔଷଧିୟ ବୃକ୍ଷର ଚାରାରୋପଣ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ମୁଣ୍ଡୋଘାଟ ସରପଞ୍ଚ କେସନ ଜଗଦଲା,ସମାଜସେବୀ ଗୋବିନ୍ଦ ମିଶ୍ର,ସିର୍ନିବାସ ଚାନ୍ଦ, ଜିତେନ୍ଦ୍ର ମହାପାତ୍ର, ବାପି ଦାସ ଙ୍କ ସମେତ ଅନେକ ବୁଦ୍ଧିଜୀବୀ ଯୋଗଦେଇ ଥିଲେ। ପରେ ସଂଧ୍ୟାରେ ଅନୁଷ୍ଠାନ ତରଫରୁ ସୋନପୁର ରୟାଲପଡିଆ ସନ୍ନିକଟସ୍ଥ ବାଲାଜୀ ମନ୍ଦିର ଠାରେ ମୋଦିଙ୍କ ଦୀର୍ଘ ଜୀବନ କାମନାକରି  ଆଳତି ଓ ଦୀପଦାନ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like