-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ତୁଷୁରା ଜୈନ ଭବନ ଠାରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ

17-Sep-2022



ବଲାଙ୍ଗୀର-ଅଖିଳ ଭାରତୀୟ ତେରାପନ୍ଥ ଯୁବକ ପରିଷଦ ପକ୍ଷରୁ 17 ସେପ୍ଟେମ୍ବର ରେ ବିଶ୍ୱର ସବୁଠାରୁ ବଡ ରକ୍ତଦାନ ଅଭିଯାନ ଆହ୍ବାନ କ୍ରମେ ତୁଷୁରା ତେରାପନ୍ଥ ଯୁବକ ପରିଷଦ ପକ୍ଷରୁ ଶନିବାର ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରକୁ ତୁଷୁରା ତହସିଲଦାର ରବିନ୍ଦ୍ର କୁମାର ପଟେଲ ମୁଖ୍ଯ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ତେରାପନ୍ଥ ଯୁବକ ପରିଷଦର ଅଧ୍ୟକ୍ଷ ମନୋଜ ଜୈନଙ୍କ ସଭାପତିତ୍ବରେ ଏକ ଉଦଘାଟନୀ ସଭା ଅନୁଷ୍ଠିତ

ହୋଇଥିବା ବେଳେ  ପୂର୍ବତନ ବ୍ଳକ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରା, ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବଲାଙ୍ଗୀର ରେଡ଼କ୍ରସ ସୋସାଇଟିର ପୃଷ୍ଠାପୋଷକ ବିଷ୍ଣୁପ୍ରସାଦ କେଡ଼ିଆ ମୁଖ୍ଯ ବକ୍ତା ଭାବେ ଯୋଗଦେଇ ଥିଲେ । ବଣିକ ସଂଘ ସଭାପତି ଦୀନଦୟାଲ କେଡିଆ, ଜୈନ ତେରାପନ୍ଥ ସଭାର ଅଧ୍ୟକ୍ଷ ଅଶୋକ ଜୈନ ମଞ୍ଚାସୀନ ହୋଇଥିବା ବେଳେ ପ୍ରଥମେ ତହସିଲଦାର ଶ୍ରୀ ପଟେଲ ଓ  ପୂର୍ବତନ ବ୍ଳକ ଅଧ୍ୟକ୍ଷ  ଶ୍ରୀ ଦୋରା ରକ୍ତଦାନ କରିଥିଲେ ।ତୁଷୁରା ସରକାରୀ ଚିକିତ୍ସାଳୟର ଡାକ୍ତର ଲଲାଟେନ୍ଦୁ ନାୟକଙ୍କ ତତ୍ତ୍ବ ଅବଧାନରେ ବଲାଙ୍ଗୀରର ରକ୍ତଭଣ୍ଡାର ନରେଶ ଚନ୍ଦ୍ର ମିଶ୍ର, ଶେଖ ଅବଦୁଲ

ଅସରଫ, ପରମାନନ୍ଦ କୁଅଁର, ରାଜଶେଖର, ସୌମ୍ୟାରାଣୀ ସ୍ୱାଇଁ, ସାଇଲକ୍ଷ୍ମୀ ଆଚାର୍ଯ୍ୟ,ସୋନାଲି ପ୍ରଧାନ ପ୍ରମୁଖ ରକ୍ତଦାନ ଶିବିରକୁ ସହଯୋଗ କରି ରକ୍ତ ସଂଗ୍ରହ କରିଥିଲେ । ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳ ଉଦଯାପନୀ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଯୋଗ ଦେଇ ରକଦାତାଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିବା ସହ ନିଜେ ମଧ୍ୟ ରକ୍ତ ଦାନ କରିଥିଲେ। ରୋହିତ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଶିବିରକୁ ଅରହମ ଜୈନ, ବିନିତ କୁମାର ଜୈନ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like