-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସାପ୍ତାହିକ ପ୍ରେରଣା ପକ୍ଷରୁ କଲେଜସ୍ତରୀୟ ବକ୍ତୃତା ପ୍ରତିଯୋଗିତା, ଚିତ୍ରକଳା ଓ ପ୍ରବନ୍ଧ ପ୍ରତିଯୋଗିତା ୨୪ରେ 

18-Sep-2022



ଆଜି ସ୍ଥାନୀୟ ବିଦ୍ୟା ଭାରତୀ ।ାବାସିକ ସ୍କୁଲ ଠାରେ ସାପ୍ତାହିକ ପ୍ରେରଣା ନ୍ୟୁଜ୍ ପୋର୍ଟାଲ ତରଫରୁ ଏକ କଲେଜସ୍ତରୀୟ ଇଂରାଜୀ ଓ ଓଡିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲାର ବିଭିନ୍ନ କଲେଜରୁ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ । ଆତଙ୍କବାତ- ଭାରତୀୟ ଗଣତନ୍ତ୍ର ପ୍ରତି ବିପଦ ଶୀର୍ଷକ ବିଷୟବସ୍ତୁ ଉପରେ ଅନୁଷ୍ଠିତ ଏହି ବକ୍ତୃତା ପ୍ରତିଯୋଗିତାର ବିଚାରକ ଭାବରେ ରେଲାଏନ୍ସ ଏଜୁକେସନାଲ କଂପ୍ଲେକ୍ସର ନିର୍ଦ୍ଦେଶକ ମନୋଜ କୁମାର ମିଶ୍ର, କବି ତଥା ସରକାରୀ ଶୁଭ୍ରାଂଶୁ ଶେଖର ପଣ୍ଡା ଓ ସାମ୍ବାଦିକ ମହେନ୍ଦ୍ର ଦର୍ଜି ବିଚାରକ ଭାବରେ ଯୋଗ ଦେଇଥିଲେ । ପ୍ରେରଣାର  ପ୍ରତିଷ୍ଠାତା ସଂପାଦକ ରଘୁ ନନ୍ଦନ ସିଂହଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଓଡ଼ିଆ ବକ୍ତୃତା ପ୍ରତିଯୋଗିତାରେ ସାଇ ବିନାୟକ ମିଶ୍ର, ରିଂଟୁ ପୋଢ଼ ଓ ଆଦିତ୍ୟ କୁମାର ମିଶ୍ର, ମନୋଜ କୁମାର ପଣ୍ଡା ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ ।   ସେହିପରି ଭାବରେ ଇଂରାଜୀ ବକ୍ତୃତା ପ୍ରତିଯୋଗିତାରେ ଅହିଂସା ଜୈନ ତସ୍‌ନିମ ଅଫ୍ରିମ ଓ କ୍ରିଷ୍ଣା ଅଗ୍ରଫ୍ୱାଲ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ । ସମସ୍ତ କୃତି ପ୍ରତିଯୋଗି ମାନେ ଆସନ୍ତା ଅକ୍ଟୋବର ୨ ତାରିଖ  ସଂଧ୍ୟାରେ ବଲାଙ୍ଗୀର ଜିଲ୍ଲା ସାମ୍ବାଦିକ ଭାବନ ଠାରେ ପ୍ରେରଣା ଡିଜିଟାଲ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା  ଦ୍ୱିତୀୟ ପ୍ରତିଷ୍ଠା ଦିବସ ଅବସରରେ ପୁରସ୍କୃତ ହେବେ ବୋଲି ପ୍ରେରଣା ଖବରକାଗଜ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରତିଯୋଗିତା ଆୟୋଜନରେ ପ୍ରେରଣା ପରିବାର ର ହିମାନୀ ତ୍ରିପାଠୀ, ଶିକ୍ଷାବିତ ମନୋରଂଜନ ସାହୁ, ସୁଭାଷ ଚିନ୍ତନ ପତ୍ରିକାର ସଂପାଦକ ଲକ୍ଷ୍ମୀ ନାରାୟଣ ପଟ୍ଟନାୟକ, ବିଦ୍ୟାଭାରତୀ ସ୍କୁଲର ସୁଭାଷ ଛତ୍ରିଆ ଓ ଅନ୍ୟ ମାନେ ସହଯୋଗ କରିଥିଲେ ।  ଆସନ୍ତା ସେପ୍ଟେମ୍ବର ୨୪ ତାରିଖ  ରେ ସ୍ଥାଉନୀୟ ପି.ପି. ଏକାଡେମୀ ଠାରେ ସ୍କୁଲସ୍ତରୀୟ ଚିତ୍ରକଳା ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହେବ । ବଲାଙ୍ଗୀର ଜିଲ୍ଲାର ସମସ୍ତ ସ୍କୁଲ ଛାତ୍ରଛାତ୍ରୀ ଏଥିରେ ବହୁଳ ସଂଖ୍ୟାରେ ଯୋଗ ଦେବାକୁ ଅନୁରୋଧ କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like