-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

ହଲଦି ଠାରେ ନୂଆଖାଇ ଭେଟଘାଟ ଓ କବିତା ପାଠ କାର୍ଯ୍ୟକ୍ରମ

18-Sep-2022



ମୁରିବ।ହାଲ/ ମୁରିବlହାଲ ବ୍ଲକ୍ ଅନ୍ତର୍ଗତ ହଲଦି କଲ୍ୟାଣ ମଣ୍ଡପ ଠାରେ ସପ୍ତରଙ୍ଗ ସାହିତ୍ୟ ସଂସଦ ଓ ଜୟରାମ ପାଠାଗାର ଆନୁକୁଲ୍ୟରେ ନୂଆଖାଇ ଭେଟଘାଟ ଓ କବିତା ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ବଲାଙ୍ଗୀରର ଭାଷା ସାହିତ୍ୟ ଗବେଷକ ନିମାଇଁ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ

ମୁରିବlହାଳ ଡିଗ୍ରୀ କଲେଜର ଅଧ୍ୟକ୍ଷ ସରୋଜ କୁମାର ନାୟକ, ପାଟଣା ଗଡ଼ କୋଶଳୀ ଡେରା ର ସଭାପତି ଲାଳଚନ୍ ବଗର୍ତ୍ତୀ, ଗଜାନନ ମିଶ୍ର, ନାଟ୍ୟକାର ନୀଳମଣି ସାହୁ, ଚଉଷଠି ଯୋଗିନୀ ସାଂସ୍କୃତିକ ପରିଷଦର ସଭାପତି ନାରାୟଣ ମିଶ୍ର, ସପ୍ତରଙ୍ଗ ସାଂସ୍କୃତିକ ସଂସଦର ଉପଦେଷ୍ଟା  ମଧୁସୂଦନ ମହାନନ୍ଦ, ସପ୍ତରଂଗ ସାଂସ୍କୃତିକ ସଂସଦର ସଭାପତି ଦୀପକ୍ ବାଗ ସମ୍ମାନିତ ଅତିଥି ଭାବରେ ମଞ୍ଚାସୀନ ଥିଲେ।ମଞ୍ଚାସୀନ  ଅତିଥି ବୃନ୍ଦ ନୂଆଖାଇ ବିଷୟରେ ଓ ଭାଷା ସାହିତ୍ୟ ବିଷୟ ରେ ନିଜସ୍ଵ ମତ ରଖିଥିଲେ।ମୁରିବlହାଲ ଡିଗ୍ରୀ କଲେଜ ର ଓଡ଼ିଆ ଅଧ୍ୟାପକ ତଥା ସପ୍ତରଙ୍ଗ ସାଂସ୍କୃତିକ ସଂସଦର ସମ୍ପାଦକ ଦିଲିପ୍ କୁମାର ପଶାୟତ ସଭା ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମରେ କବି ସୁଶାନ୍ତ ବାଗ, ଟିକେଲାଲ୍ ବେହେରା, ସଂଯୁକ୍ତା ପରିଛା, ବିନୟ କୁମାର ଦାସ, କୃଷ୍ଣଚନ୍ଦ୍ର ଭୋଇ,କଳାକାର ସୁଦର୍ଶନ ଦୀପଙ୍କୁ ମାନପତ୍ର ପ୍ରଦାନ କରାଯାଇଥିବା ବେଳେ କୋଶଳୀ ବୀର୍ ନୀଳକଣ୍ଠ ବାରିକ୍, କେ କେ ସିଂଭୋଇ, ମୋହନ ପୁଟେଲ, ଯଶୋବନ୍ତ ସାହୁ, ରୋହିତ ସାହୁ, ପୂଳସ୍ତି ବେହେରା ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ଏବଂକୋଶଳୀ କବି ମାନଙ୍କ ଦ୍ଵାରା କବିତାପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏଥିରେ କବିୟତ୍ରି ପ୍ରତିମା ପୁଟେଲ 

ସଂଯୁକ୍ତା ପରିଚ୍ଛା, ଲକ୍ଷ୍ମୀ, କବି ନାରାୟଣ ମିଶ୍ର, ମଧୁସୂଦନ ମହାନନ୍ଦ,ସୁଦର୍ଶନ ଦୀପ,ସୁଦାମ ବଘ।ର, ନୀଳମଣି ସାହୁ,ବୃନ୍ଦାବନ କୁମ୍ଭାର, ଶତ୍ରୁଘ୍ନ  ସେଲମା , ଜଗବନ୍ଧୁ ବଗର୍ ତି,ରାଜୀବ ପ୍ରସାଦ ଭୋଇ, ମଧୁସୂଦନ ନାଗ, ନରସିଂହ ସାହୁ, ଦିଲୀପ ପଶାୟତ,vସୁନିଲ ଅଗସ୍ତି, ପୁଳସ୍ତି ବେହେରା,ବିନୟ କୁମାର ଦାସ,ଅଶୋକ ତରିଆ,ଲିଲୁ ମୋହନ ପଧାନ  ପ୍ରମୁଖ କବିତା ପାଠ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like