-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ଖଣ୍ଡା ବସା ପୂଜା ପରେ ବଳୀ ଯାତ୍ରା ର ଶୁଭାରମ୍ଭ

18-Sep-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଆସନ୍ତା '୨୫ ତାରିଖ ରବିବାର ଅମାବାସ୍ୟା ଦିନ ଠାରୁ ସୁବର୍ଣ୍ଣପୁର ବିଶ୍ୱପ୍ରସିଦ୍ଧ ମହା ବଳୀ ଯାତ୍ରା ପୁଣି ଉତ୍ସାହ ଉଦ୍ଦୀପନା ର ସହ ପାଳନ କରାଯିବ ବୋଲି ଦେବୋତ୍ତର ବିଭାଗ ଓ ଯାତ୍ରା କମିଟି ର ସଜ ବାଜ ଆରମ୍ଭ ହୋଇ ଥିବା ବେଳେ ଏହି ଉପଲକ୍ଷେ ଗତ କାଲି ରାତି ରେ ନୀତି ପରମ୍ପରା ଅନୁଯାୟୀ ଅଷ୍ଟମୀ ତିଥିରେ ସୋନପୁର  ମହାନଦୀ ରାଜଘାଟ ଠାରେ ଖଣ୍ଡlବସା ପୂଜା  ପରେ ଏହି ବଳୀ ଯାତ୍ରା ର ଶୁଭାରମ୍ଭ ହୋଇଥିଲା l ଯାତ୍ରା ର ପରମ୍ପରା ଅନୁଯାୟୀ ମା ସମଲେଇ ଙ୍କ ମନ୍ଦିରରୁ ରାଜାଘାଟକୁ ନେଇ ଖଣ୍ଡl କୁ ଧୁଆ ଯିବା ପରେ

ପୁରୋହିତଙ୍କ ଦ୍ୱାରା ଖଣ୍ଡl ପୂଜା କରାଯାଇଥିଲା l ପୁଣି ମା ସମଲେଇଙ୍କ ମନ୍ଦିରକୁ ଖଣ୍ଡlକୁ ପ୍ରତ୍ୟାବର୍ତନ କରାଯାଇ ଷୋହଳ ପୂଜା କରାଯାଇଛି l ବଳୀଯାତ୍ରା କମିଟି ର ସଦସ୍ୟ ଶ୍ରୀବତ୍ସ ମଲ୍ଲିକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ କୁ ସମଲେଇ ମନ୍ଦିର ପୂଜକ ଷଷ୍ଠୀ ବଡ଼ମାଳୀ, ଚାର ଘରିଆ ଲବ ମଲ୍ଲିକ, ଯାଦବ ଜୁଗୁନିଆ, ସୁରୁ ଜୁଗୁନିଆ , କମିଟି ସଦସ୍ୟ ଲଡ଼ୁ କିଶୋର ମଲ୍ଲିକ, ତ୍ରିଲୋଚନ ତରିଆ,ଭାଗବତ ସେଠି ପ୍ରମୁଖ  ଅନେକ ଭକ୍ତ  ଓ ଦେବୋତ୍ତର ବିଭାଗ କର୍ମଚାରୀ ଯୋଗ ଦେଇ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like