-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ସାଧନକେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ମେଳା

18-Sep-2022



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବାଲନ୍ଦାପଡା ପଞ୍ଚାୟତର ବଉପାଙ୍ଗା ଠାରେ ସାଧନ କେନ୍ଦ୍ର ସ୍ତରୀୟ ଏକ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ ମେଳା ଅନୁଷ୍ଠିତ ହୋଇଯାଇଛି। ଦୁଇଦିନ ଧରି ବାଲନ୍ଦାପଡା ଓ ଲୁଇସିଂ ପଞ୍ଚାୟତ ଅଧୀନରେ ଥିବା ସ୍କୁଲ ମାନଙ୍କର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଏହି କର୍ମଶାଳା ଅନୁଷ୍ଠିତ ହୋଇଥିବା ବେଳେ ରାଜ୍ୟ ସାଧନ କର୍ମୀ ସିମାଞ୍ଚଳ ମୂଖି କାର୍ଯ୍ୟକ୍ରମରେ ତାଲିମ ଦାତା ଭାବରେ ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରି ମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ପ୍ରଥମ ଶ୍ରେଣୀ ଠାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ୁଥିବା ଛାତ୍ରଛାତ୍ରୀ ମାନଙ୍କ ଦକ୍ଷତା ବିକାଶ ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଥିବା ବେଳେ କାର୍ଯ୍ୟକ୍ରମ ଉଦଘାଟନୀ  ଉତ୍ସବରେ ବାଲାନ୍ଦାପଡା ହାଇସ୍କୁଲର ପ୍ରଧାନ ଶିକ୍ଷକ ଦିପ୍ତୀରଂଜନ ନନ୍ଦ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like