-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ତୈଳିକ ବୈଶ୍ୟ ସାମାଜ ୮ତମ ଉପଖଣ୍ଡ ସ୍ତରୀୟ ନୂଆଁଖାଇ ଭେଟଘାଟ

19-Sep-2022



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ସ୍ଥାନୀୟ ଭୂଲିଆ ଧର୍ମଶାଳା ପରିସରରେ ଉପଖଣ୍ଡ ସ୍ତରୀୟ ତୈଳିକ ବୈଶ୍ୟ ସାମାଜ ର ୮ତମ ନୂଆଖାଇ ଭେଟଘାଟ ସ୍ଥାନୀୟ  ଅନୁଷ୍ଠିତ ହୋଇଯାଇଛି ।  ପ୍ରାରମ୍ଭ ରେ ସମାଜର ଇଷ୍ଟ ଦେବାଦେବୀଙ୍କୁ ପୂଜାର୍ଚ୍ଚନା ସହ ସମାଜ ପତାକା ଉତ୍ତୋଳନ କରାଯାଇଥିଲା । ପାଟଣାଗଡ଼ ଏନ୍ ଏସି ସଭାପତି ଯୁବରାଜ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ   ସଭା ରେ ଓଡ଼ିଶା ସରକାର ଙ୍କ ଜଳସମ୍ପଦ ବାଣିଜ୍ୟ ପରିବହନ ବିଭାଗ ମନ୍ତ୍ରୀ  ଟୁକୁନି ସାହୁ ମୂଖ୍ୟ ଅତିଥି,  ଉପମୂଖ୍ୟ ସଚେତକ ତଥା ବିଧାୟକ ସରୋଜ କୁମାର ମେହେର  ସମ୍ମାନିତ ଅତିଥି, ତୈଳିକବୈଶ୍ୟ ସମାଜର ରାଷ୍ଟ୍ରୀୟ ଯୁବ ଅଧ୍ୟକ୍ଷ ରିପୁସୂଦନ ସାହୁ , ରାଜକୁମାର ସାହୁ, ବୀର ସାହୁ,କୃଷକ ସେନା ରାଷ୍ଟ୍ରୀୟ ଅଧ୍ୟକ୍ଷ ସୌରୀ କୁମାର ସାହୁ ପ୍ରମୁଖ ନିମନ୍ତ୍ରିତ ଅତିଥି, ଭାବେ ଯୋଗଦେଇ ଥିଲେ ।ତୈଳିକ ବୈଶ୍ୟ ସାମାଜ ର କେବଳ ବ୍ୟବସାୟ କରିବା ରେ ସମିତି ଥିଲେ ବର୍ତ୍ତମାନ ରାଜନୈତିକ କ୍ଷେତ୍ର ରେ ଏକ ଜ୍ୱଳନ୍ତ ଉଦାହରଣ ମାନନୀୟ ମନ୍ତ୍ରୀ ଶ୍ରୀମତୀ ସାହୁ। ସମାଜର ବିଭିନ୍ନ ସ୍ତରରେ ଓଡିଶା ସରକାରଙ୍କ ମହିଳା ମାନଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ଯାହା ଫଳରେ ଆଜି ୫୦ ପ୍ରତିଶତ ମହିଳା ମାନଙ୍କ ଅଗ୍ରାଧିକାର ଦେଇଛନ୍ତି ବୋଲି ତାଙ୍କ ବକ୍ତବ୍ୟରେ କହିଥିବା ବେଳେ ସମାଜର ଭବନ ନିର୍ମାଣ ପାଇଁ ଅର୍ଥ ଯୋଗାଇ ଦେବାକୁ ଦୃଷ୍ଟ ପ୍ରତିଶ୍ରୁତି ଦେଇଥିଲେ। ତୈଳିକ ବୈଶ୍ୟ ସାମାଜ ର ଭବନ ନିର୍ମାଣ କାର୍ଯ୍ୟ ଆସନ୍ତା ଡ଼ିସେମ୍ବର ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ବିଧାୟକ ଶ୍ରୀ ମେହେର ପ୍ରତିଶ୍ରୁତି ଦେଇଥିଲେ। ପଶ୍ଚିମ ଓଡ଼ିଶାର ନୂଆଖାଇ ଏକ ସମାଜର ସମସ୍ତେ ଏକାଠି ଏବଂ ଏକତା ସୁତ୍ରରେ ବାନ୍ଧି ନିଜର ଦକ୍ଷତା ପ୍ରତିପାଦନ କରିବା ସହ ଯିଏ ଯାହା କହୁ ତାହାକୁ ଖାତିରି ନକରି  ଆଗେଇ ଆସି ସମାଜର ବିକାଶ ଦିଗରେ କାମ କରିବାକୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ସାହୁ ଆହ୍ୱାନ କରି ଥିଲେ । । ସମାଜର ବିଭିନ୍ନ ଦିଗ ଉପରେ ଆଲୋକପାତ କରାଯାଇଥିଲା । ଏଥିରେ ଦେଉଳ ଗାଁ ସରପଞ୍ଚ ସରିତା ସାହୁ, ବାଘ ମୁଣ୍ଡ ସରପଞ୍ଚ ଦେବାଶିଷ ସାହୁ,ମରୁଆଁ ସମିତି ସଭ୍ୟା ସୂବର୍ଣ୍ଣ ସାହୁ, ବୀର ସାହୁ , ନକୁଳ ସାହୁ,ଶୁସିଲ ସାହୁ,ପ୍ରମୁଖ ମଞ୍ଚାସିନ ଥିଲେ । ୨୦୨୧/୨୨ ଶିକ୍ଷା ବର୍ଷ ରେ ମାଟ୍ରିକ ପରୀକ୍ଷା ସମାଜର କୃତି  ଛାତ୍ରଛାତ୍ରୀ  ମାନଙ୍କୁ ମନ୍ତ୍ରୀ ଶ୍ରୀମତୀ ସାହୁ ଓ ବିଧାୟକ ଶ୍ରୀ ମେହେର ମାନପତ୍ର ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । କୁନି କୁନି ପିଲାଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଆୟୋଜକ କମିଟି , ଗୋପିନାଥ ସାହୁ, ବନମାଳୀ ସାହୁ , ଗୋପବନ୍ଧୁ ସାହୁ, ଅଶ୍ଵିନୀ ସାହୁ , ନୀଳମଣି ସାହୁ ପ୍ରମୁଖଙ୍କ ସହ ଅନ୍ୟ ସଦସ୍ୟମାନେ ଆୟୋଜକ ରେ ପୂର୍ଣ୍ଣ ସହଯୋଗ କରିଥିବା ବେଳେ ବିଶିଷ୍ଟ ଶିକ୍ଷାବିତ ଶାନ୍ତନୁ କୁମାର ସାହୁ ପରିଚାଳନା କରିଥିଲେ । ଏଥିରେ ଉପଖଣ୍ଡ ର ଖପ୍ରାଖୋଲ ବେଲପଡା, ପାଟଣାଗଡ଼ ଆଦି ବ୍ଳକ ରୁ ସମାଜର  ବହୁ ସଂଖ୍ୟା ରେ  ମହିଳା ପୁରୁଷ ସହ ବିଭିନ୍ନ ସ୍ତରର କର୍ମକର୍ତ୍ତା ଯୋଗଦେଇଥିଲେ । ବନମାଳୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like