-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ମୋଟର ଚାଳକ ସଂଘ ପକ୍ଷରୁ ବିଶ୍ୱକର୍ମା ପୂଜା

19-Sep-2022



ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ମୋଟର ଚାଳକ ସଂଘ ଆନୁକୂଲ୍ୟରେ ବିଶ୍ଵକର୍ମା ପୂଜା ସାପ୍ତାହିକ ବଜାର ନିକଟ ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଅଛି । ଗତକାଲି ଅପରାହ୍ନରେ ସଙ୍ଘର ସମସ୍ତ ସଦସ୍ୟ ଏକ ଶୋଭାଯାତ୍ରାରେ ଘୁମୁରା ବାଦ୍ୟ ତଥା ଘଣ୍ଟଶଙ୍ଖ ସହ ସ୍ଥାନୀୟ ନିମାଇଁ ବନ୍ଧ ରୁ କଳସ ଆଣି ପୂଜା ମଣ୍ଡପରେ ସ୍ଥାପନ କରିଥିଲେ । ପୂଜକ ଭାବରେ ବରିଷ୍ଠ ପଣ୍ଡିତ ଭବାନି ଶଙ୍କର ତ୍ରିପାଠୀ ଯୋଗଦେଇ ପୂଜାର୍ଚ୍ଚନା କରିଥିବା ବେଳେ ସଂଘର ବରିଷ୍ଠ ସଦସ୍ୟ ତ୍ରିନାଥ ସାହୁ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ । ପରେ ବହୁ ଯାନବାହାନ ଗୁଡିକୁ ପୁକ କରାଯାଇଥିଲା । କାର୍ଯ୍ୟକ୍ରମରେ ମୋଟର ଚାଳକ ସଙ୍ଘ ରାଜ୍ୟ କଲ୍ୟାଣ ପାଣ୍ଠି ସଦସ୍ୟ ରଂଜନ ଷଡ଼ଙ୍ଗୀ ସହ ସ୍ଥାନୀୟ ମୋଟର ଚାଳକ ସଙ୍ଘ ସଭାପତି ବିଦୁଭୂଷଣ ନାଏକ , ଉପ ସଭାପତି ରାମଚନ୍ଦ୍ର ତ୍ରିପାଠୀ , ସଂପାଦକ ଜିତେନ ଶବର , କୋଷାଧ୍ୟକ୍ଷ ବାମଦେବ ପୃଷ୍ଟି , ଅମନ ଥନାପତି , କାର୍ଯ୍ୟକାରିଣୀ ସଦସ୍ୟ ପଞ୍ଚାନନ ଗୁରୁ , ଧ୍ରୁବ ଗୁରୁ , ଗୋବର୍ଦ୍ଧନ ଅଦା , ଚୁଡ ସାହୁ , ପାଚୋ ଗୁରୁ , ନନ୍ଦି ବାଗ , ଭୁବନ ହଂସ , ମାଧବ ସାହୁ , ହେମନ୍ତ ପାତ୍ର , ଉପାସୁ ସେଠ ପ୍ରମୁଖ ସହଯୋଗ କରିଥିଲେ । ଆଜି ରବିବାର ପୂଜା କମିଟି ପକ୍ଷରୁ ଅର୍ଣ୍ଣଭୋଗ ର ଆୟୋଜନ କରିଥିବା ବେଳେ ଆଜି ସୋମବାର ବିସର୍ଜନ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like