-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||     

HOME   ଜିଲ୍ଲା

ବିନିକା-ଚଡେଇପଙ୍ଗ ମହାନଦୀ ବ୍ରିଜରେ ଲାଗିଥିବା ରୋପ(ଲିଚୁ) ଲାଇଟ ଚୋରି,ଥାନାରେ ମାମଲା ରୁଜୁ

19-Sep-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା-ଚଡେଇପଙ୍କ ମହାନଦୀ ସେତୁ(ବ୍ରିଜ) ରାସ୍ତାକୁ ଝିକମିକ ଆଲୋକରେ ସୌନ୍ଦର୍ଯ୍ୟକରଣ କରିବା ଉଦ୍ଦେଶ୍ୟରେ ୨୧ଲକ୍ଷ ଟଙ୍କା ବ୍ୟୟରେ ବ୍ରିଜର ଉଭୟ ପାର୍ଶ୍ଵରେ ଲାଗିଥିବା ରୋପ (ଲିଚୁ) ଲାଇଟ ଗୁଡ଼ିକୁ କେତେକ ଦୁର୍ବୃତ୍ତ ଚୋରି କରିନେଇଥିବା ବିନିକା ଥାନାରେ ଅଭିଯୋଗ ହୋଇଛି । ଖମ୍ବ ମାନଙ୍କରୁ ଲିଚୁ ଲାଇଟ ଦୁର୍ବୃତ୍ତ ମାନେ ଚୋରି କରି ନେଇଥିବାରୁ ଆଲୋକମୟରେ ଝଲସି ଉଠୁଥିବା ଏହି ରାସ୍ତାର ଆକର୍ଷଣ  ବର୍ତମାନ ସମସ୍ତଙ୍କ ପାଇଁ ନିରାଶ କରିଛି ।ସୂଚନା ଯୋଗ୍ୟ ଯେ ଚଳିତ ସ୍ବାଧିନତା ଦିବସ ଦିନ ବିନିକା ନଗରପାଲ ସୁବାସ ଚନ୍ଦ୍ର ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ମାନ୍ୟବର ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କ ଦ୍ଵାରା ଏହି ଲାଇଟର ଶୁଭାରମ୍ଭ ହୋଇଥିଲା ।ସେହିଦିନ ଠାରୁ ବେଶ କିଛିଦିନ ଧରି ସନ୍ଧ୍ୟା ସମୟରୁ ସକାଳ ପାଇବା ପର୍ଯ୍ୟନ୍ତ ଲାଇଟ ଗୁଡ଼ିକ ରାସ୍ତାରେ ଝଲସୁ ଥିବାରୁ ଯିବା ଆସିବା କରୁଥିବା ଲୋକଙ୍କ ପାଇଁ ଆକର୍ଷଣର କେନ୍ଦ୍ର ବିନ୍ଦୁ ସାଜିଥିଲା ।ଦେଖିବା ପାଇଁ ସନ୍ଧ୍ୟାରେ ସହର ବାସୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ଗ୍ରାମର ଲୋକଙ୍କ ମଧ୍ୟ ବ୍ରିଜ ରାସ୍ତାରେ ଭିଡ଼ ଜମୁଥିଲା ।ଅନ୍ୟ ପଟରେ ମହାନଦୀ ମଧ୍ୟମ ସ୍ଥଳରେ ଥିବା ବାଇକାନୀ ଦେବୀଙ୍କ ଦର୍ଶନ ମଧ୍ୟ ଭକ୍ତ କରିବାର ସୁଯୋଗ ପାଇଥିଲେ ।ସେହିପରି ରାସ୍ତା ଆଲୋକମୟ ଯୋଗୁଁ ଲୋକେ ନିରାପଦରେ ଯିବା ଆସିବା ସହ ପୂର୍ବରୁ ଘଟୁଥିବା ଦୁର୍ଘଟଣା ମଧ୍ୟ ଏକ ପ୍ରକାର କମି ଯାଇଛି ।ଲାଇଟ ଚୋରିରେ ସଂପୃକ୍ତ ଆସାମୀ ମାନଙ୍କୁ ତୁରନ୍ତ ଗିରଫ କରିବାକୁ ବିଭିନ୍ନ ମହଲରେ ଦାବି ହେଉଥିବା ବେଳେ ଉକ୍ତ ସମସ୍ୟା ନେଇ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀକୁମାର ରଥ ବିନିକା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତରଫରୁ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026

You Might Also Like