-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ତେନ୍ତଳିଖୁଣ୍ଟି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର

19-Sep-2022



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ତେନତୁଳିଖୁଣ୍ଟି ପ୍ଞ୍ଚାୟତ ସମିତି କାର୍ଯ୍ୟାଳୟର ସଭା ଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୫ ଜଣଙ୍କର ଅଭିଯୋଗ ପତ୍ର ପଞ୍ଜିକୃତ ହୋଇଥିଲା, ସେଥି ମଧ୍ୟରୁ ୦୯  ଗୋଟି ଗୋଷ୍ଠୀ ଗତ ହୋଇଥିବା ବେଳେ ୩୬ ଗୋଟି  ବ୍ୟକ୍ତିଗତ ଆପତ୍ତି, ଅଭିଯୋଗ ଥିଲା। ଏଥିରେ

ଆବଶ୍ୟକ ଡ଼ାକ୍ତରୀ ଚିକିତ୍ସା ସୁବିଧା,ବାର୍ଦ୍ଧକ୍ୟ ଭତ୍ତା, ପ୍ରଧାନ ମନ୍ତ୍ରୀ ଆବାସ, କର୍ମ ନିଯୁକ୍ତି, ଘର ଡିହ, ବେସାମରିକ ଯୋଗାଣ ବ୍ୟବସ୍ଥା, ଗ୍ରାମ ପଞ୍ଚାୟତ କାମର ବକେୟା ପାଉଣା ପାଇବା, ବ୍ୟାଙ୍କ ଋଣ ଯୋଗାଇଦେବା, ରାସ୍ତା ନିର୍ମାଣ ଓ ମରାମତି, ତ୍ରେନ୍ ନିର୍ମାଣ, ପଞ୍ଚାୟତ ସମିତି ଷ୍ଟଲ ର ଭଡ଼ା ଆସୁଲି, ସ୍କୁଲ ଜମିର ଅନୁକମ୍ପା ରାଶି ପ୍ରଦାନ, ଟ୍ୟୁବ୍ ୱେଲ୍ ଖନନ,
ଜମିଜମା ସଂକ୍ରାନ୍ତୀୟ ଇତ୍ୟାଦି ର ଆପତ୍ତି, ଅଭିଯୋଗ ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଶୁଣାଣୀ କରି ଏହାର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଡକ୍ଟର ମିଶ୍ର ନିର୍ଦ୍ଦେଶ ଦେଇଥିଲେ। ଏହି ଜନ ଶୁଣାଣୀ ଶିବିରରେ ଅନ୍ୟମାନଙ୍କ ମଧ୍ୟର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ରତ୍ନାକର ସାହୁ,ଉପ ଆରକ୍ଷୀ ଅଧିକ୍ଷକ ପାପଡ଼ା ହାଣ୍ଡି ଆଦିତ୍ୟ ସେନ, ପଞ୍ଚାୟତ ସମିତି ଅଧ୍ୟକ୍ଷା ନୀଳାଦ୍ରି ନାୟକ, ଗୋଷ୍ଟି ଉନ୍ନୟନ ଅଧିକାରୀ, ଦୁର୍ଯ୍ୟୋଧନ ଭୋଇ, ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ,ଡକ୍ଟର ନୀଳମଣି ଦିଲିପ୍ ଚାନ୍ଦ ବେହେରା, ଅଧିକ୍ଷଣ ଯନ୍ତ୍ରୀ ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ କୁମାର ମିଶ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣ ଲତା ବିଶ୍ୱାସ, ଜିଲ୍ଲା ବେସାମରିକ ଯୋଗାଣ ଅଧକାରୀ ସଞ୍ଜୀବ କୁମାର ସାହୁ, ଅଧିକ୍ଷଣ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବିଭାଗ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜି ଭେଙ୍କଟ ରେଡ୍ଡୀ,ଜିଲ୍ଲା ସୁଚନା ଓ ଲୋକ ସଂପର୍କ ଅଧିକାରୀ ହଳଧର ନୀଆଳ, ଜିଲ୍ଲା ମତ୍ସ ଅଧିକାରୀ ଜଗଦୀଶ ରାଓ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ କୁମାର ପଟନାୟକ ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକ୍ କର୍ମଚାରୀ ପ୍ରମୁଖ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like