-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ଇମ୍ପରିୟଲ କଲେଜରେ ନୂଆଖାଇ ଭେଟଘାଟ ଓ ୟଶ୍ ପୁରସ୍କାର ସମାରୋହ

19-Sep-2022



ବରଗଡ଼ : ଇମ୍ପରିୟଲ କଲେଜ ପରିସରରେ ନୂଆଖାଇ ଭେଟଘାଟ ଉତ୍ସବ ପାଳନ ସହ ୟଶ୍ ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଯାଇଛି । କୋୟଲ ସାହୁ , ରାନୀ ନାୟକ ଓ ତିରଜରାଜ ନାୟକ କାର୍ଯ୍ୟକ୍ରମ ଉପସ୍ଥାପନା କରିଥିଲେ । ଅନୁଷ୍ଠାନର ଚେୟାରମେନ ଦିପକ ଗୋୟଲ  ଓ ଅଧ୍ୟକ୍ଷ ଦୁର୍ଗେଶ ଶତପଥୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଇଣ୍ଡିଏନ ଇନଷ୍ଟିଚ୍ୟୁଟ ଅଫ୍ ହେଣ୍ଡଲୁମ ଟେକନୋଲୋଜିର ଦେବେନ୍ଦ୍ର ଯାଦବ , ଗାନ୍ଧୀ ସ୍ମୃତି ପାଠାଗାରର ପୂର୍ବତନ ସଭାପତି ଅରୁଣ ମହାନ୍ତି , ପଚାଂୟତ କଲେଜର ଅଧ୍ୟକ୍ଷ ପ୍ରଫେସର ପତିତପାବନ ସାହୁ , ସଂସ୍କାର ସ୍କୁଲର ନିର୍ଦ୍ଦେଶକ ଅଜିତ ପଟ୍ଟନାୟକ , ଆନ୍ତର୍ଜାତିକ ମାନ୍ୟତାପ୍ରାପ୍ତ ପ୍ରଶିକ୍ଷକ ଜୟପ୍ରକାଶ ଶତପଥୀ ପ୍ରମୁଖ

ଉପସ୍ଥିତ ରହି ବିଭିନ୍ନ ସେମିଷ୍ଟାର ଓ ବିଶ୍ୱବିଦ୍ୟାଳୟରେ ଟପ୍ପର ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଚଳିତ ବର୍ଷ ବିବିଏରେ ବିଶ୍ୱବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା କାହ୍ନାଚରଣ ପଣ୍ଡାଙ୍କୁ ଡାଇରେକ୍ଟର ଗୋଲ୍ଡ ମେଡାଲ ଓ ସେମିଷ୍ଟ।।ର ଟପ୍ପର ହୋଇଥିବା ନୈନା ପ୍ରଧାନ, ଟିଟୁ କୁମାର ମୁନା , ଦିନେଶ ନାୟକ ଓ ପ୍ରିୟାଂଶୁ ଭଗତଙ୍କୁ  ପ୍ରିନସିପାଲ ଗୋଲ୍ଡ ମେଡାଲ ପ୍ରଦାନ କରାଯାଇଥିଲା । ଏହାଛଡା ୨୬ ଜଣ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ସେମିଷ୍ଟାରରେ ଟପ୍ପର ହୋଇଥିବାରୁ ନଗଦ ଅର୍ଥରାଶି ଓ ଟ୍ରଫି ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ କଲେଜର ଅତିଥି ଅଧ୍ୟାପକ ଓ ନିୟମିତ ଅଧ୍ୟାପକ ଅଧ୍ୟାପିକାଙ୍କୁ ମଧ୍ୟ ସମ୍ମାନସୂଚକ ସ୍ମୃତିଚିହ୍ନ ପ୍ରଦାନ କରାଯାଇଥିଲା । କଲେଜ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like