-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଅପରାଧ

ନାବାଳିକାକୁ ଅପହରଣ, ବିବାହର ପ୍ରତିଶ୍ରୁତି ଦେଇ ବିବାହିତ ଯୁବକଙ୍କ ଦୁଷ୍କର୍ମ, ପରେ ଚାଲାଣ କରିବା ଉଦ୍ୟମ ଅଭିଯୋଗ

29-Nov-2020



ରେଢାଖୋଲ,(ଅନିଲ କୁମାର ପୃଷ୍ଟି)- ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅନ୍ତର୍ଗତ ଉପରମୁଣ୍ଡା ଗ୍ରାମର ଜଣେ ୧୭ ବର୍ଷୀୟ ନାବାଳିକାଙ୍କୁ ଜଣେ ବିବାହିତ ଯୁବକ ଅପହରଣ କରି ଆଣି ରାତି ତମାମ ଦୁଷ୍କର୍ମ କରିବା ପରେ ୫ ଘଣ୍ଟା ଧରି ଘର କୋଠରୀ ଭିତରେ ତାଲା ପକାଇ ରଖିବା ସହ ବାହାର ରାଜ୍ୟକୁ ଉକ୍ତ ନାବାଳିକାକୁ ଚାଲାଣ କରିବା ଉଦ୍ୟମ କରିବା ନେଇ ପିଡିତା ନାବାଳିକା ଜଣକ କିସିଣ୍ଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ କିସିଣ୍ଡା ଥାନା କେସ ନମ୍ବର ନମ୍ବର୬୭/୨୦୨୦ତା୨୮.୧୧.୨୦୨୦ରିଖ ଦଫା୩୬୩,୩୬୬ଏ,୩୪୨,୩୭୬(୨)ପକସୋ ଆକ୍ଟରେ ଏକ ମାମଲା ରୁଜୁ କରିବା ସହ ନାବାଳିକାଙ୍କୁ ପୋଲିସ ରେଢାଖୋଲ ଉପଖଣ୍ଡ ଡାକ୍ତରଖାନାକୁ ଆଣି ଡାକ୍ତରୀମାଇନା କରିଛନ୍ତି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଉପରମୁଣ୍ଡା ଗ୍ରାମର ଜଣେ ୧୭ ବର୍ଷୀୟ ନାବାଳିକାକୁ ସମ୍ବଲପୁର ଜିଲ୍ଲା ରେଢାଖୋଲ ଥାନା ଲୁହାପଙ୍କ ପଞ୍ଚାୟତ ଅନ୍ତର୍ଗତ ଶାମପୁର ଗ୍ରାମର ସ୍ଥାୟୀ ବାସିନ୍ଦା ତଥା ରେଢାଖୋଲ ସହର କଦମ୍ବ ପଡିଆ ନିକଟରେ ଭଡା ଘରେ ରହୁ ଥିବା ବସନ୍ତ ସାହୁ(୩୫) ନାମକ ବିବାହିତ ଯୁବକ ଗତ ୨୫ତାରିଖ ଦିନ ଉପରମୁଣ୍ଡା ଗ୍ରାମକୁ ଯାଇ  ସେ ଜଣେ ଅବିବାହିତ ଯୁବକ ପରିଚୟ ଦେଇ ନାନା ପ୍ରଲୋଭିତ କଥା କହି ଏପରିକି ନାବାଳିକା ଜଣଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଅପହରଣ କରି ରେଢାଖୋଲରେ ରହୁଥିବା ଭଡା ଘରକୁ ନେଇ ଆସି ରାତି ତମାମ ଦୁଷ୍କର୍ମ କରିବା ପରେ ୫ ଘଣ୍ଟା ଧରି ଘର କୋଠରୀ ଭିତରେ ତାଲା ପକାଇ ରଖିବା ପରେ ବାହାର ରାଜ୍ୟକୁ ଚାଲାଣ କରିବା ନେଇ ନାବାଳିକା ପିଡିତା ଜଣକ କିସିଣ୍ଡା ଥାନାରେ ଅଭିଯୋଗ କରିଛନ୍ତି। ନାବାଳିକା ଜଣଙ୍କୁ ୫ଘଣ୍ଡା ଧରି ବସନ୍ତ ତାଲା ପକାଇ ଘର ଛାଡ଼ି କୁଆଡେ ପଳାଇ ଯିବା ପରେ ଦୀର୍ଘ ସମୟ ଧରି ନାବାଳିକା ଜଣକ  ବନ୍ଦ କୋଠରୀ ଭିତରେ ରହିବା ପରେ  ଉଦ୍ଧାର ପାଇଁ ଆର୍ତ୍ତ ଚିତ୍କାର କରିବାରୁ ସ୍ଥାନୀୟ ଅଞ୍ଚଳର ପଡିଶା ଘର, ଭଡା ଘର ମାଲିକ ଆସି ତାଲା ଖୋଲି ବନ୍ଦ କୋଠରୀ ଭିତରେ ଥିବା ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ଏହାପରେ ଲୋକଙ୍କୁ ନାବାଳିକା ଜଣକ କହିବା ପରେ ଥାନାକୁ ଯାଇ ଅଭିଯୋଗ କରି ଥିଲେ। ଅଭିଯୋଗ ପରେ ରେଢାଖୋଲ ପୋଲିସ ଏସଡିପିଓ ହାଡ଼ିବନ୍ଧୁ ସ୍ୱାଇଁ, କିସିଣ୍ଡା ଥାନା ଅଧିକାରୀ ଚିତ୍ତ ରଞ୍ଜନ ନାୟକ ଘଟଣାର ତଦନ୍ତ କରୁଛନ୍ତି। ଖୁବ ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରା ଯିବ ବୋଲି ପୋଲିସ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like