-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ଓୟୁଡବ୍ଲୁଜେର ନବମ ନୂଆଁଖାଇ ଭେଟଘାଟଓ ସ୍ଵନକ୍ଷତ୍ର ଦିବସ ।

19-Sep-2022



ବରଗଡ଼/ପଦ୍ମପୁର :  ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍ ଠାରେ ଓୟୁଡବ୍ଲୁଜେ ର ନୂଆଁଖାଇ ଭେଟଘାଟ ଏବଂ ସ୍ବ ନକ୍ଷତ୍ର ଦିବସ  ଧୁମ୍ ଧାମରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଯୋଗ ଦେଇ ସାମ୍ବାଦିକ ମାନଙ୍କ ସମାଜ ରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ସମ୍ବଲପୁରୀ ବସ୍ତ୍ରାଳୟର ର ସଭାପତି ସମ୍ବିତ ଆଚାର୍ଯ୍ୟ, ପୈାର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀ, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ୍

ଝସକେତନ ପ୍ରଧାନ, ସମ୍ମାନିତ ବକ୍ତା ଭାବେ ଦେବେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ସେହିପରି ସଂଘ ସଭାପତି ଆଶୁତୋଷ ରଥଙ୍କ ପୈାରହିତ୍ୟ ଆୟୋଜିତ ସଭାରେ, ସମ୍ପାଦକ ବଳରାମ ଦୀପ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ଉପସଭାପତି କିଶନ ଲାଲ ଅଗ୍ରୱାଲ ମଞ୍ଚାସୀନ ଥିଲେ। ଏହି ଅବସରରେ ବିଭିନ୍ନ ବ୍ୟକ୍ତି ବିଶେଷ ଓ ଅନୁଷ୍ଠାନ ମାନଙ୍କ ପ୍ରତନିଧି ଙ୍କୁ ସମାଜ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ସଂଘ ପକ୍ଷରୁ ପୁଷ୍ପ ଗୁଛ ଓ ଉପଢ଼ୌକାନ ଦେଇ ସମ୍ମାନିତ କରାଯାଇଥିଲା। ସଭାକୁ ଗୋପବନ୍ଧୁ ପୁରୋହିତ ପରିଚାଳନା କରିଥିଲେ। ଶେଷରେ ବିଭିନ୍ନ ଅନୁଷ୍ଠାନ ର କଳାକାର ମାନେ ସା°ସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

(ପଦ୍ମପୁର ରୁ ନରହରୀ ବଗର୍ତ୍ତୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like